ବ୍ୟବସାୟ ଓ ଅର୍ଥନୀତି

ବାହାଘର ପାଇଁ ସୁନା କିଣିବାକୁ ଚାହୁଁଥିଲେ ନଜର ପକାନ୍ତୁ, କେତେ ରହିଛି ଆଜିର ରେଟ

ସୁନା କିଣିବାକୁ ଚାହୁଁଥିଲେ ପ୍ରଥମେ ଜାଣନ୍ତୁ ଦାମ । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୨ ହଜାର ୨୬୦ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୬ ହଜାର ୧୫୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୬,୧୫୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୨,୧୬୦ ହୋଇଛି ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୬,୧୫୦ ଟଙ୍କା ଓ ୭୨,୧୬୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୬,୨୫୦ ଟଙ୍କା ଓ ୭୨,୩୧୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୬,୬୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୨ ,୬୬୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୬,୧୫୦ ଟଙ୍କା ଓ ୭୨,୧୬୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର ମଧ୍ୟ ବୃଦ୍ଧି ହୋଇ କେଜି ପ୍ରତି ୯୦,୭୦୦ ଟଙ୍କା ହୋଇଛି ।

Barsha

Recent Posts

ସ୍ଥିର ରହିଛି ସୁନା ଦର, କିଣିବାକୁ ଚାହୁଁଛନ୍ତି କି ଆଜି ହିଁ ନେଇ ଆସନ୍ତୁ

ଆଜି ସ୍ଥିର ରହିଛି ସୁନା-ରୂପା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି ତେବେ…

9 mins ago

ବାରିପଦା ବସ ଷ୍ଟାଣ୍ଡରେ ହଣାକଟା ଘଟଣା: ଉଭୟ ପକ୍ଷରୁ ୧୦ ଜଣଙ୍କୁ ଗିରଫ କରିଛି ପୋଲିସ୍

ବାରିପଦା (କେନ୍ୟୁଜ): ବାରିପଦା ଘରୋଇ ବସଷ୍ଟାଣ୍ଡରେ ହଣାକଟା ଘଟଣାରେ ପୋଲିସର ଆକ୍ସନ । ଦୁଇଟି ପୃଥକ ପୃଥକ ମାମଲା ରୁଜୁ…

18 mins ago

ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି : ସକାଳ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ କର୍ଫ୍ୟୁ କୋହଳ

ବାଲେଶ୍ବର (କେନ୍ୟୁଜ): ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି । ପୌରପାଳିକାର ବିଭିନ୍ନ ଅଞ୍ଚଳରେ କୋହଳ ହେଉଛି କର୍ଫ୍ୟୁ । ଆଜି…

27 mins ago

ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ସମେତ ୪ ଗୁରୁତର

ଜଳେଶ୍ବର (କେନ୍ୟୁଜ): ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ । ରୋଗୀ ସମେତ ୪ ଜଣ ଆମ୍ବୁଲାନ୍ସ କର୍ମଚାରୀ ଗୁରୁତର…

43 mins ago

ଅଣସର ନୀତି: ଜ୍ବରରେ ଆକ୍ରାନ୍ତ ମହାପ୍ରଭୁ, ପୂଜା ପାଇବେ ପଟି ଦିଅଁ

ପୁରୀ (କେନ୍ୟୁଜ): ଅତ୍ୟଧିକ ସ୍ନାନଯୋଗୁ ମହାପ୍ରଭୁ ଏବେ ଅସୁସ୍ଥ।  ଗତକାଲି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ…

58 mins ago

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

1 hour ago