ପୁଣି ବଢ଼ିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ଦାମ୍

ଆଜି ସୁନା କିଣିବା ପୂର୍ବରୁ ନଜର ପକାନ୍ତୁ ଆଜି କେତେ ରହିଛି ସୁନା ଦର । ବର୍ତ୍ତମାନ ସୁନା ଦର ବଢିଛି । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୪ ହଜାର ୦୬୦ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୭ ହଜାର ୮୪୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୭,୮୪୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୪,୦୬୦ ହୋଇଛି ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୭,୮୪୦ ଟଙ୍କା ଓ ୭୪,୦୬୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୮,୯୦୦ ଟଙ୍କା ଓ ୭୫,୧୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୯,୨୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୫,୪୯୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୭,୮୪୦ ଟଙ୍କା ଓ ୭୪,୦୬୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର କେଜି ପ୍ରତି ୯୧,୬୦୦ ଟଙ୍କା ହୋଇଛି ।

You might also like