ବ୍ୟବସାୟ ଓ ଅର୍ଥନୀତି

ଜାଣନ୍ତୁ ଆପଣଙ୍କ ସହରରେ କେତେ ରହିଛି ସୁନା ମୂଲ୍ୟ, ବଢିଛି ନା କମିଛି

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୩,୮୨୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୪୭,୮୪୦ ଟଙ୍କା ଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୪,୮୦୦ ଟଙ୍କା ଓ ୪୯,୫୦୦ ଟଙ୍କା ଛୁଇଁଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୬,୮୫୦ ଟଙ୍କା ଓ ୪୭,୮୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୯୫୦ ଟଙ୍କା ଓ ୫୧,୨୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୫,୨୪୬ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୯,୩୬୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୩୦୦ ଟଙ୍କା ଓ ୫୦,୧୦୦ ଟଙ୍କା ରହିଛି। ଅନ୍ୟପଟେ ରୁପା ମୂଲ୍ୟ ଆଜି କମ୍ ରହିଛି। ଆଜି କିଲୋଗ୍ରାମ ପ୍ରତି ରୁପା ଦର ୨୦୦ ଟଙ୍କା କମି ୬୪,୪୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 

Barsha

Recent Posts

ଆଜିର ରାଶିଫଳ : ଜାଣନ୍ତୁ ଆଜି ବ୍ୟବସାୟୀଙ୍କ ପାଇଁ କିପରି କଟିବ ଦିନ

ମେଷ : କାର୍ଯ୍ୟ ସମ୍ବନ୍ଧୀୟ କିଛି ସୃଜନାତ୍ମକ ଚିନ୍ତାଧାରା ମନକୁ ଆସିପାରେ, ଯାହାକୁ ଆପଣ ନିଜ କାମରେ ବ୍ୟବହାର କରିପାରିବେ,…

4 hours ago

ଓଡ଼ିଶାର ଗଣମାଧ୍ୟମ ପରିବାର ପକ୍ଷରୁ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର : ଭାରତୀୟ ଗଣମାଧ୍ୟମ ଜଗତର ପ୍ରମୁଖ ବ୍ୟକ୍ତିିତ୍ୱ ରାମୋଜୀ ରାଓଙ୍କ ବିୟୋଗରେ ଓଡ଼ିଶାର ମିଡିଆ ପରିବାର ମଧ୍ୟରେ ଗଭୀର…

5 hours ago

ଫେସବୁକ ପ୍ରେମର କରୁଣ ପରିଣତି, ପ୍ରେମିକାର ଗଳା କାଟିବା ପରେ ନିଜ ଗଳା କାଟି ଜୀବନ ହାରିଲେ ପ୍ରେମିକ

ଦେବଗଡ଼ : ଫେସବୁକ ପ୍ରେମର କରୁଣ ପରିଣତି l ସାହି ଦାଣ୍ଡରେ ପ୍ରେମିକାର ତଣ୍ଟି କାଟିବା ପରେ ନିଜେ ନିଜ…

6 hours ago

ଥାନାକୁ ଡାକି ଯୁବକଙ୍କୁ ଥାର୍ଡ଼ ଡିଗ୍ରୀ କରିବା ଘଟଣା : ନିଲମ୍ବିତ ହେଲେ ପୋଲିସ ଏଏସଆଇ

ସୁବର୍ଣ୍ଣପୁର : ମିଛ କେଶରେ ଯୁବକଙ୍କୁ ଥାନାକୁ ଡାକି ଥାର୍ଡ଼ ଡିଗ୍ରୀ କରିବା ଏଏସଆଇଙ୍କୁ ମହଙ୍ଗା ପଡିଲା  l ଘଟଣାକୁ…

6 hours ago

ରୋଗୀ ଆଣୁଥିବା ବେଳେ 108 ଆମ୍ବୁଲାନ୍ସରେ ଅଗ୍ନିକାଣ୍ଡ, ଅଳ୍ପକେ ବର୍ତ୍ତିଲେ ରୋଗୀ ଓ ଡ୍ରାଇଭର

ବାସୁଦେବପୁର :  ଭଦ୍ରକ ଜିଲ୍ଲା ବାସୁଦେବପୁର ଜାମୁଝାଡି ରାସ୍ତାର ବେତଡା ପେଟ୍ରୋଲ ପମ୍ପ ନିକଟରେ ରୋଗୀ ଆଣୁଥିବା ବେଳେ 108 …

7 hours ago

କୋଇଲା ଟ୍ରେନରେ ନିଆଁ, ଆୟତ୍ତ କରିବା ପାଇଁ ଲାଗିଛନ୍ତି ଦମକଳ ବାହିନୀ

ସୋର : କୋଇଲା ବଗିରେ ଲାଗିଛି ନିଆଁ  l କୋଇଲା ବୋଝେଇ ଟ୍ରେନ ଧାମରାରୁ ଖଡ଼ଗପୁର ଯିବା ବେଳେ ସୋର…

7 hours ago