ବ୍ୟବସାୟ ଓ ଅର୍ଥନୀତି

ଆଜି ରାଜଧାନୀ ଭୁବନେଶ୍ୱରରେ ସାମାନ୍ୟ ବଢ଼ିଲା ସୁନା ଦର , ଜାଣନ୍ତୁ କେତେ ରହିଛି ଦାମ୍

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୩,୭୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୪୭,୭୦୦ ଟଙ୍କା ଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୫,୦୨୦ ଟଙ୍କା ଓ ୪୯,୨୦୦ ଟଙ୍କା ଛୁଇଁଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୬,୨୨୦ ଟଙ୍କା ଓ ୪୭,୨୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୨୬୦ ଟଙ୍କା ଓ ୫୧,୫୬୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୫,୪୯୪ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୯,୬୩୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୫୧୦ ଟଙ୍କା ଓ ୫୦,୨୧୦ ଟଙ୍କା ରହିଛି। ଅନ୍ୟପଟେ ରୁପା ମୂଲ୍ୟ ଆଜି କମ୍ ରହିଛି। ଆଜି କିଲୋଗ୍ରାମ ପ୍ରତି ରୁପା ୬୪,୪୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 

Barsha

Recent Posts

ପାରିବାରିକ ବିବାଦ ନେଲା ଉଗ୍ରରୂପ, ସାନ ଭାଇର ଘରକୁ ପୋଡ଼ିଦେଲା ବଡ଼ଭାଇ

ବାସୁଦେବପୁର: ଜମିଜମା ବିବାଦକୁ ନେଇ ତୁମୁଳକାଣ୍ଡ । ଘରେ ଲଗାଇଦେଲେ ନିଆଁ । ସାନ ଭାଇର ଘରକୁ ପୋଡ଼ିଦେଲା ବଡ଼ଭାଇ…

16 mins ago

ମୋଦିଙ୍କ ୩-୦ କ୍ୟାବିନେଟରେ କାହାକୁ ମିଳିଲା କେଉଁ ବିଭାଗ

ନୂଆଦିଲ୍ଲୀ: ମୋଦିଙ୍କ ତୃତୀୟ ଇନିଂସରେ ମନ୍ତ୍ରୀମାନେ ଶପଥ ନେବା ପରେ ଆଜି ସେମାନଙ୍କ ବିଭାଗ ବଣ୍ଟନ କରାଯାଇଛି । ଆସନ୍ତୁ…

38 mins ago

ଓଜନ କମ୍‌ କରିବା ସହ ହାଡ ସମସ୍ୟା ମଧ୍ୟ ଦୂର କରିବାରେ ସାହାଯ୍ୟ କରିବ ଅଳସୀ ମଞ୍ଜି, ଏହି ଉପାୟରେ କରନ୍ତୁ ବ୍ୟବହାର

ଛୋଟ ଛୋଟ ବ୍ରାଉନ୍ କଲର ଅଳସୀ ମଞ୍ଜି ଏକ ସୁପରଫୁଡ୍ ଠାରୁ କମ୍ ନୁହେଁ । ଅଳସୀରେ ପ୍ରୋଟିନ ଭରପୂର…

2 hours ago

ମୁମ୍ବାଇ କ୍ରିକେଟ୍‌ ଆସୋସିଏସନ ଅଧ୍ୟକ୍ଷ ଅମୋଲ କାଲେଙ୍କ ହାର୍ଟ ଆଟାକ୍‌ରେ ନିଧନ, ଷ୍ଟାଡିୟମ୍‌ରେ ବସି ଦେଖୁଥିଲେ ମ୍ୟାଚ୍‌

ଟି-୨୦ ବିଶ୍ୱକପ୍‌ ୨୦୨୪ରେ ଭାରତ ଏବଂ ପାକିସ୍ତାନ ଦଳ ମଧ୍ୟରେ ରବିବାର ଏକ ରୋମାଞ୍ଚକର ମ୍ୟାଚ୍ ଖେଳାଯାଇଥିଲା । ଏହି…

2 hours ago

ମୋ ପୁଅକୁ ଡାଇରିଆ ହେଇଥିଲା, ଡାକ୍ତରଖାନାରେ ଭଲ ହେବ କଣ ଓଲଟି ଚାଲିଗଲା

ଚାନ୍ଦବାଲି (କେନ୍ୟୁଜ) : ପୁଅ ଭଲ ପାଠ ପଢ଼ୁଥିଲା । ପୁଅକୁ ନେଇ ମାଆ ବାପାଙ୍କର ଥିଲା ଅନେକ ଆଶା…

2 hours ago

ବାଇକକୁ ପିଟିଲା କାର ଘଟଣାସ୍ଥଳରେ ଭାଇ ଭଉଣୀ ମୃତ

ନରସିଂହପୁର (କେନ୍ୟୁଜ୍‌): ବଡମ୍ବା ଥାନା ଅନ୍ତର୍ଗତ ଭଟ୍ଟାରିକା ଛକ ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ବାଇକକୁ ପିଟିଲା…

3 hours ago