ଆଜି ଭାରତୀୟ ବଜାରରେ ହ୍ରାସ ପାଇଛି ସୁନା ଦାମ୍। ସୁନା ୨୪ ଓ ୨୨ କ୍ୟାରେଟ୍ ମୂଲ୍ୟ କମିଛି। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୩, ୫୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୪୭, ୫୪୦ ଟଙ୍କା ରହିଥିବା ଜଣାଯାଇଛି। ସେହିପରି ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୪, ୫୧୦ ଟଙ୍କା ଓ ୪୯, ୧୮୦ ଟଙ୍କା ହୋଇଛି।
ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୬, ୫୧୦ ଟଙ୍କା ଓ ୪୭, ୫୧୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬, ୯୧୦ ଟଙ୍କା ଓ ୫୦,୧୭୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୫ ,୨୧୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୯,୩୨୦ ଟଙ୍କା ଥିବା ରେକର୍ଡ ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬, ୮୫୦ ଟଙ୍କା ଓ ୪୯,୫୬୦ ଟଙ୍କା ରହିଛି। ଅନ୍ୟପଟେ ଆଜି ରୁପା ମୂଲ୍ୟ କିନ୍ତୁ ହ୍ରାସ ପାଇଛି। ସେହିପରି ରୁପା ଦାମ୍ କମି କିଲୋ ପ୍ରତି ୬୧ ,୬୦୦ ଟଙ୍କା ରହିଛି।
ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…
ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…
ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…
ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…
ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…
ଉଦଳା: ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…