ଆହୁରି କମିଲା ସୁନା-ରୁପା ଦର, ଜାଣନ୍ତୁ କ’ଣ ରହିଛି ନୂଆ ରେଟ୍

କମିଲା ସୁନା ଦର।‌ ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ୪୪,୦୬୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୧୦୦ ଟଙ୍କା ହୋଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୫,୧୪୦ ଟଙ୍କା ଓ ୪୯,୪୩୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୭,୪୦୦ ଟଙ୍କା ଓ ୪୮,୦୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୩୦୦ ଟଙ୍କା ଓ ୫୧,୬୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୫,୫୩୫ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୯,୬୭୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୪୦୦ ଟଙ୍କା ଓ ୫୦,୧୦୦ ଟଙ୍କା ରହିଛି ।

ଅନ୍ୟପଟେ ଆଜି ରୁପା ମୂଲ୍ୟ ମଧ୍ୟ କମ୍ ରହିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୧,୯୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.