ବ୍ୟବସାୟ ଓ ଅର୍ଥନୀତି

ସୁନା କିଣିବାକୁ ଚାହୁଁଛନ୍ତି, ଏଠାରେ ଜାଣନ୍ତୁ ଆଜି କେତେ ରହିଛି ଗ୍ରାମ୍‌ ପ୍ରତି ଦାମ୍‌

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ୪୮,୨୬୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୪,୨୧୦ ଟଙ୍କା ହୋଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୫,୩୪୦ ଟଙ୍କା ଓ ୪୯,୭୦୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୭,୩୦୦ ଟଙ୍କା ଓ ୪୮,୩୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୫୦୦ ଟଙ୍କା ଓ ୫୧,୮୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୫,୭୪୧ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୯,୯୦୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୪୫୦ ଟଙ୍କା ଓ ୫୦,୧୫୦ ଟଙ୍କା ରହିଛି ।

ଅନ୍ୟପଟେ ଆଜି ରୁପା ମୂଲ୍ୟ ମଧ୍ୟ କମ୍ ରହିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୨,୩୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Barsha

Recent Posts

ପରକୀୟା ପ୍ରୀତିକୁ ବାରଣ କରିବାରୁ ସ୍ତ୍ରୀକୁ ମାଡ ମାରି ଘରୁ ତଡିଦେଲା ସ୍ୱାମୀ, ଏବେ ଥାନାରେ ମାମଲା

ନରସିଂହପୁର(କେନ୍ୟୁଜ୍): କଟକ ଜିଲ୍ଲା ନରସିଂହପୁର ବ୍ଲକ ଅନ୍ତର୍ଗତ ସୁବଳୟା ଗ୍ରାମର ପ୍ରତାପ ପିହାଣ । ନିଜ ସ୍ତ୍ରୀକୁ ମାର ଧର…

5 mins ago

ବାଣ ବିସ୍ପୋରଣ ମାମଲା, ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି

ପୁରୀ (କେନ୍ୟୁଜ): ପୁରୀ ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ପୋରଣ ମାମଲାରେ ଆଉ ୨ଜଣଙ୍କ ମୃତ୍ୟୁ ।  ଏଥିସହ ମୃତ୍ୟୁସଂଖ୍ୟା ୧୧କୁ…

10 mins ago

ନୀଳାଞ୍ଚଳ ଏକ୍ସପ୍ରେସ ଉପରେ ଛିଡ଼ି ପଡ଼ିଲା ଓଭରହେଡ୍‌ ତାର, ୨ ଯାତ୍ରୀ ଗୁରୁତର

ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗ ମଧ୍ୟରେ ଥିବା ରାଞ୍ଚି ରେଳ ବିଭାଗରେ ହୋଇଛି ବଡ଼ ଦୁର୍ଘଟଣା । ଏଠାରେ ଟ୍ରେନ୍ ଉପରେ…

11 mins ago

ମୁହାଁମୁହିଁ ଧକ୍କା ହେଲା ମାଲବାହୀ ଟ୍ରେନ୍, ୨ ଲୋକୋ ପାଇଲଟ୍ ଗୁରୁତର

ପଞ୍ଜାବ : ମୁହାଁମୁହିଁ ଧକ୍କା ହେଲା ୨ ମାଲବାହୀ ଟ୍ରେନ୍ ।  ପଞ୍ଜାବ ଫତେଗଡ଼ ସାହିବ ନିକଟ ମାଧେପୁର ଠାରେ…

59 mins ago

ଜୟପୁର ସହରରେ ପଡିଛି ଡାଇମଣ୍ଡ ସର୍କସ: ଜୋକରର କମେଡି ସାଙ୍ଗକୁ ଆଫ୍ରିକାନ କଳାକାରଙ୍କ ଶୋ ଲୋକଙ୍କ ମନ ଜିଣୁଛି

ଜୟପୁର(କେନ୍ୟୁଜ୍‌): ଦିନ ଥିଲା ସର୍କସ ନା ଶୁଣିଲେ ମନରେ ଉତ୍ସାହ ଭରି ଉଠୁଥିଲା । ପିଲା ଠୁ ଟୋକା, ବୁଢା…

1 hour ago

ନିର୍ବାଚନୀ ପରବର୍ତ୍ତୀ ହିଂସା: ଇଭିଏମ ହେରଫେର ସନ୍ଦେହରେ ଗଣ୍ଡଗୋଳ ଅଭିଯୋଗ

ଯାଜପୁର (କେନ୍ୟୁଜ): ଯାଜପୁର ଜିଲ୍ଲା ଧର୍ମଶାଳାରେ ନିର୍ବାଚନୀ ପରବର୍ତ୍ତୀ ହିଂସା । ସ୍ୱାଧୀନ ପ୍ରାର୍ଥୀ ସମର୍ଥକଙ୍କ ଲଙ୍କାକାଣ୍ଡ ଅଭିଯୋଗ । …

1 hour ago