ବ୍ୟବସାୟ ଓ ଅର୍ଥନୀତି

ଏଠାରେ ଜାଣନ୍ତୁ ଆଜି ରାଜଧାନୀରେ କେତେ ଅଛି ସୁନା ଦର, ବଢିଛି ନା କମିଛି

କେନ୍ଯୁଜ୍: ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୩,୭୮୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୭,୮୦୦ ଟଙ୍କା ହୋଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୫,୦୫୦ ଟଙ୍କା ଓ ୪୯,୧୫୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୬,୭୬୦ ଟଙ୍କା ଓ ୪୮,୭୬୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୦୫୦ ଟଙ୍କା ଓ ୫୧,୩୨୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୫,୧୪୫ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୪୯,୩୨୫୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୦୫୦ ଟଙ୍କା ଓ ୪୯,୭୫୦ ଟଙ୍କା ରହିଛି ।

ଅନ୍ୟପଟେ ଆଜି ରୁପା ମୂଲ୍ୟ ସ୍ଥିର ରହିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୧,୬୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Barsha

Recent Posts

ମୟୂରଭଞ୍ଜ ଜିଲ୍ଲାର ୮ଟି ବିଧାନସଭା କ୍ଷେତ୍ରରେ ହେଉଛି ଭୋଟଗ୍ରହଣ

ମୟୂରଭଞ୍ଜ(କେନ୍ୟୁଜ୍‌): ମୟୂରଭଞ୍ଜ ଜିଲ୍ଲାର ୮ଟି ବିଧାନସଭା କ୍ଷେତ୍ରରେ ହେଉଛି ଭୋଟଗ୍ରହଣ । ସେଥିରେ ରହିଛି ମୟୂରଭଞ୍ଜ ଲୋକସଭା କ୍ଷେତ୍ର ଅଧୀନ, ଯଶୀପୁର,…

8 mins ago

ଆସନ୍ତୁ ଜାଣିବା ଆଜି କେଉଁ ସହରରେ କେତେ ରହିଛି ଡିଜେଲ ଓ ପେଟ୍ରୋଲ୍ ମୂଲ୍ୟ

ଆସନ୍ତୁ ଜାଣିବା ଆଜି କେଉଁ ସହରର କେତେ ରହିଛି ଡିଜେଲ-ପେଟ୍ରୋଲ୍ ମୂଲ୍ୟ ? ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୦ ଟଙ୍କା…

27 mins ago

ଜାଣନ୍ତୁ ଆଜିର ସୁନା ଓ ରୁପା ଦର

ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା…

33 mins ago

ଆଉ ନାହାନ୍ତି ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର

କେନ୍ଦୁଝର (କେନ୍ୟୁଜ): ଆଉ ନାହାନ୍ତି ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର । କାଠି କଣ୍ଢେଇ ନୃତ୍ୟ ସଂସ୍କୃତିକୁ ବଞ୍ଚେଇ ରଖିଥିବା…

38 mins ago

ଭୋଟ ଦେଉଛି ଯାଜପୁର,ବାଲେଶ୍ୱର,ଜଗତସିଂପୁର,ଭଦ୍ରକ: ବୁଥ୍ ସମ୍ମୁଖରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା

ଯାଜପୁର/ବାଲେଶ୍ୱର/ଜଗତସିଂପୁର/ଭଦ୍ରକ(କେନ୍ୟୁଜ୍‌): ଯାଜପୁର ଜିଲ୍ଲାର ଲୋକସଭା କ୍ଷେତ୍ର ସହ ୭ଟି ଯାକ ବିଧାନସଭା ଆସନ ପାଇଁ ଚାଲିଛି ଭୋଟିଂ। ମୋଟ ୧୫…

47 mins ago

କେନ୍ଦ୍ରାପଡ଼ା ଜିଲ୍ଲାର ଲୋକସଭା କ୍ଷେତ୍ର ସହ ୭ଟି ଯାକ ବିଧାନସଭା ଆସନ ପାଇଁ ଚାଲିଛି ଭୋଟିଂ

କେନ୍ଦ୍ରାପଡ଼ା (କେନ୍ୟୁଜ୍‌): କେନ୍ଦ୍ରାପଡ଼ା ଜିଲ୍ଲାର ଲୋକସଭା କ୍ଷେତ୍ର ସହ ୭ଟି ଯାକ ବିଧାନସଭା ଆସନ ପାଇଁ ଚାଲିଛି ଭୋଟିଂ। ମୋଟ…

1 hour ago