ବ୍ୟବସାୟ ଓ ଅର୍ଥନୀତି

ଆଜି ଆପଣଙ୍କ ସହରରେ କେତେ ରହିଛି ସୁନା ଦାମ୍, ଦେଖନ୍ତୁ ପୂରା ଅପଡେଟ୍

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୩,୮୯୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୭,୯୨୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୫, ୧୫୦ ଟଙ୍କା ଓ ୪୯,୪୮୦ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୫,୧୫୦ ଟଙ୍କା ଓ ୪୯,୨୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୫,୧୫୦ ଟଙ୍କା ଓ ୪୯,୩୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୫,୪୯୪ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୪୯,୬୩୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୫,୧୫୦ ଟଙ୍କା ଓ ୪୯,୨୫୦ ଟଙ୍କା ରହିଛି ।

ଅନ୍ୟପଟେ ଆଜି ରୁପା ମୂଲ୍ୟ କମିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୧,୧୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Barsha

Recent Posts

ଦେଢ଼ ବର୍ଷ ହେଲା ଦୋକାନକୁ ସିଲ୍‌ କରିଛି ପୋଲିସ, ହେଲେ ଭିତରୁ ଖୋଳ କଲେ ଚୋର

କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…

4 mins ago

ରଥଯାତ୍ରାର ଦ୍ଵିତୀୟ ସମନ୍ୱୟ କମିଟି ବୈଠକ, ସମସ୍ତଙ୍କ ସହଯୋଗରେ ହେବ ୨ ଦିନ ରଥଯାତ୍ରା

ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…

7 mins ago

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

41 mins ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

42 mins ago

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

1 hour ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା କାର୍‌ ଓ ବସ୍‌

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

2 hours ago