ବ୍ୟବସାୟ ଓ ଅର୍ଥନୀତି

ଜାଣନ୍ତୁ, ଆଜି ଆପଣଙ୍କ ସହରରେ କେତେ ରହିଛି ସୁନା ଦାମ୍

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୪,୨୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୨୫୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୪, ୯୦୦ ଟଙ୍କା ଓ ୪୮,୯୮୦ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୪,୯୦୦ ଟଙ୍କା ଓ ୪୮,୯୮୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୪,୯୦୦ ଟଙ୍କା ଓ ୪୮,୯୮୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୫,୫୨୬ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୪୯,୭୦୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୪,୯୦୦ ଟଙ୍କା ଓ ୪୯,୦୯୦ ଟଙ୍କା ରହିଛି ।

ଅନ୍ୟପଟେ ଆଜି ରୁପା ମୂଲ୍ୟ କମିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୨,୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Barsha

Recent Posts

ଭୁଶୁଡ଼ିଲା ମାଲକାନଗିରି ଏୟାରପୋର୍ଟର ପାଚେରି, ଗତ ବର୍ଷ ୨ଜଣଙ୍କର ହୋଇଥିଲା ମୃତ୍ୟୁ

ମାଲକାନଗିରି (କେନ୍ୟୁଜ): ପୁଣି ଭୁଶୁଡ଼ିଲା ମାଲକାନଗିରି ଏୟାରପୋର୍ଟ ପାଚେରୀ । କାଳବୈଶାଖୀ ବର୍ଷାରେ ନବ ନିର୍ମିତ ଏୟାରପୋର୍ଟର ସାମ୍ନାପଟ ପାଚେରୀ…

29 mins ago

ଟି୨୦ ବିଶ୍ୱକପ ୨୦୨୪ : ଅଭ୍ୟାସ କରୁଥିବା ବେଳେ ପୁଣି ରୋହିତ ଆହତ, ଚିନ୍ତାରେ ଫ୍ୟାନ୍ସ

ଟି୨୦ ବିଶ୍ବକପରେ ଆସନ୍ତାକାଲି ପାରମ୍ପରିକ ପ୍ରତିଦ୍ବନ୍ଦ୍ବୀ ପାକିସ୍ତାନକୁ ଭେଟିବ ଭାରତ । ନ୍ୟୁୟର୍କ ନାସାଓ କାଉଣ୍ଟି କ୍ରିକେଟ ଷ୍ଟାଡିୟମରେ ହେବ…

37 mins ago

ଏୟାରଟେଲର ଦମଦାର ପ୍ଲାନ୍‌, ଫ୍ରିରେ ଦେଖିପାରିବେ ଭାରତ ଓ ପାକିସ୍ତାନର ଟି-20 ମ୍ୟାଚ୍‌

ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି -20 ଓ୍ଵାର୍ଲ୍ଡକପର ଏକ ବଡ଼ ମ୍ୟାଚ୍ ଖେଳାଯିବ। ଆପଣଙ୍କ ସ୍ମାର୍ଟ ଟିଭି, ମୋବାଇଲ୍,…

40 mins ago

ଏନସିସି କ୍ୟାଡେଟସ୍ ଙ୍କୁ ଦିଆଯାଉଛି ପ୍ରଶିକ୍ଷଣ, ତାସାଙ୍ଗକୁ ଚାଲିଛି ପାଠପଢା

ଯାଜପୁର(କେନ୍ୟୁଜ): ଏନସିସି କ୍ୟାଡେଟସ୍ ଙ୍କୁ ଦିଆଯାଉଛି ତାଲିମ୍ । ବ୍ୟାୟାମ, ଯୋଗ, ଡ୍ରିଲ, ଫାୟାରିଂ, ଗାର୍ଡ ଅଫ ଅନର ଉପରେ…

43 mins ago

ଦିଲ୍ଲୀ : ମୁଗଡାଲି ପ୍ରସ୍ତୁତ ଫ୍ୟାକ୍ଟ୍ରିରେ ବିସ୍ଫୋରଣ, ୩ ମୃତ, ୬ ଗୁରୁତର

ଦିଲ୍ଲୀର ନରେଲାରେ ଏକ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ହେବା ଯୋଗୁଁ ୩ ଜଣଙ୍କର ମୃତ୍ୟୁ ହୋଇଛି । ଏହି ବିସ୍ଫୋରଣରେ ୬…

59 mins ago

ଗୋପପୁର ଗାଁରେ ସ୍ୱତନ୍ତ୍ର ଢଙ୍ଗରେ ପାଳନ କରାଯାଏ ରଜ ପର୍ବ, ପିଲାଠୁ ବୁଢା ସଭିଏଁ କରନ୍ତି ମଉଜ

ସାଲେପୁର(କେନ୍ୟୁଜ): ରଜ ଓଡ଼ିଶାର ଏକ ମହାନ ଗଣପର୍ବ। ସାଧାରଣତଃ  ୫ ଦିନ ଧରି ପାଳିତ ହୋଇଥାଏ ଏହି ପର୍ବ ।…

1 hour ago