ବ୍ୟବସାୟ ଓ ଅର୍ଥନୀତି

ପୁଣି ବଢ଼ିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ରେଟ୍

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୪,୮୧୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୯୨୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୬,୮୧୦ ଟଙ୍କା ଓ ୫୧,୦୬୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୬,୮୦୦ ଟଙ୍କା ଓ ୫୧,୦୬୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୮୧୦ ଟଙ୍କା ଓ ୫୧,୦୬୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୬,୨୦୮ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୧,୫୦୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬,୮୧୦ ଟଙ୍କା ଓ ୫୧,୦୬୦ ଟଙ୍କା ରହିଛି ।

ସେହିପରି ଆଜି ରୁପା କିଲୋଗ୍ରାମ ପ୍ରତି ୬୩,୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Barsha

Recent Posts

ତିନି ଦିନ ମଧ୍ୟରେ ୩ ଜଣଙ୍କୁ ମାରିଦେଲା ନାବାଳକ

ଭଦ୍ରକ: ତିନି ଦିନରେ ନେଇଛି ୩ ଜୀବନ । ଗୋଟିଏ ପରେ ଗୋଟିଏ ଜୀବନ ନେଇଛି ଅଭିଯୁକ୍ତ ନାବାଳକ ।…

25 mins ago

ବନ୍ଦ ହେଲା ପ୍ରିୟଙ୍କା ଚୋପ୍ରାଙ୍କ ରେଷ୍ଟୁରାଣ୍ଟ, ପାର୍ଟନରସିପ୍ ସରିବା ପରେ ହେଲା ଖରାପ ଅବସ୍ଥା

ପ୍ରିୟଙ୍କା ଚୋପ୍ରା କେବଳ ଜଣେ ମହାନ ଅଭିନେତ୍ରୀ, ଗାୟକ ଏବଂ ଲେଖକ ନୁହଁନ୍ତି, ସେ ଜଣେ ଭଲ ବ୍ୟବସାୟୀ ମଧ୍ୟ…

29 mins ago

କୋଣାର୍କ ବାଲୁଖଣ୍ଡ ଅଭୟାରଣ୍ୟକୁ ଆସିବା ପରେ ଖୁସିରେ ଡିଆଁ ମାରିଲେ ବିରଳ କୃଷ୍ଣସାର ମୃଗ

ଗୋପ (କେନ୍ୟୁଜ): କୋଣାର୍କ ବାଲୁଖଣ୍ଡ ଅଭୟାରଣ୍ୟକୁ ଆସିଲେ ବିରଳ ୧୦ କୃଷ୍ଣସାର ମୃଗ । ବନବିଭାଗ ପକ୍ଷରୁ ବିରଳ କୃଷ୍ଣସାର…

46 mins ago

ଆସନ୍ତାକାଲି ପାଇଁ ଓଡିଶାର ସମସ୍ତ ସ୍କୁଲ ସକାଳୁଆ, ୨୨ ତାରିଖରୁ ସ୍ୱାଭାବିକ ହେବ କ୍ଲାସ

କେନ୍ୟୁଜ (ବ୍ୟୁରୋ) : ଆଉ ଦିନକ ପାଇଁ ବଢ଼ିଲା ସକାଳୁଆ ସ୍କୁଲ । ଆସନ୍ତାକାଲି ସକାଳ ୬ଟା ୩୦ ରୁ…

49 mins ago

କ୍ରିକେଟ୍‌ ଜଗତରେ ଶୋକର ଛାଇ, ପୂର୍ବତନ ଭାରତୀୟ ଦ୍ରୁତ ବୋଲର ଡେଭିଡ୍‌ ଜନସନ୍‌ଙ୍କ ଦେହାନ୍ତ

ଭାରତର ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର ତଥା କର୍ଣ୍ଣାଟକର ଡାହାଣହାତୀ ଦ୍ରୁତ ବୋଲର ଡେଭିଡ୍‌ ଜନସନ୍‌ଙ୍କ ୫୨ ବର୍ଷ ବୟସରେ ଦେହାନ୍ତ…

58 mins ago

ପ୍ରତିଦିନ ଜଣେ ବ୍ୟକ୍ତି କେତେ ପରିମାଣର ଫାଇବର ଖାଇବା ଉଚିତ?

ଶରୀରକୁ ସୁସ୍ଥ ରଖିବା ପାଇଁ କେବଳ ଭିଟାମିନ୍ ଏବଂ ମିନେରାଲ୍ସ ନୁହେଁ ବରଂ ପ୍ରଚୁର ଫାଇବର ମଧ୍ୟ ଆବଶ୍ୟକ ।…

1 hour ago