ଆଜି ସ୍ଥିର ରହିଛି ସୁନା ଦର; ଜାଣନ୍ତୁ କେତେ ଅଛି ମୂଲ୍ୟ

ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୨ ହଜାର ୪୪୦ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୬ ହଜାର ୪୦୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୬,୪୦୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୨,୪୪୦ ହୋଇଛି ।

ସୁନା କିଣିବାକୁ ଚାହୁଁଥିଲେ ପ୍ରଥମେ ଜାଣନ୍ତୁ ଦାମ । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୨ ହଜାର ୪୪୦ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୬ ହଜାର ୪୦୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୬,୪୦୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୨,୪୪୦ ହୋଇଛି ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୬,୪୦୦ ଟଙ୍କା ଓ ୭୨,୪୪୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୬,୫୫୦ ଟଙ୍କା ଓ ୭୨,୫୯୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୬,୫୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୨ ,୫୫୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୬,୪୦୦ ଟଙ୍କା ଓ ୭୨,୪୪୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର ମଧ୍ୟ ବୃଦ୍ଧି ହୋଇ କେଜି ପ୍ରତି ୯୧,୯୦୦ ଟଙ୍କା ହୋଇଛି ।

Leave A Reply

Your email address will not be published.