ବ୍ୟବସାୟ ଓ ଅର୍ଥନୀତି

ଆସିଲା ନୂଆ ସୁନା ଦର; ଜାଣନ୍ତୁ ଆପଣଙ୍କ ସହରରେ କେତେ ଅଛି ମୂଲ୍ୟ…

ଯଦି ଆପଣ ସୁନା ଓ ରୂପା କିଣିବାକୁ ଚାହୁଁଛନ୍ତି ତେବେ ଜାଣି ରଖନ୍ତୁ କେତେ ରହିଛି ଦାମ୍ । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୬,୪୩୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୧,୫୯୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୮,୫୦୦ ଟଙ୍କା ଓ ୬୩,୮୨୦ ଟଙ୍କା ରହିଛି ।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ଅପରିବର୍ତ୍ତିତ ରହିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୮,୫୦୦ ଟଙ୍କା ଓ ୬୩,୮୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୫୮,୬୫୦ ଟଙ୍କା ଓ ୬୩,୯୭୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୮,୩୯୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୩, ୭୧୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୮,୫୦୦ ଟଙ୍କା ଓ ୬୩,୮୨୦ ଟଙ୍କା ରହିଛି । ସେହିପରି ରୁପା ମୂଲ୍ୟ ୧ କିଲୋଗ୍ରାମ ପ୍ରତି ୭୩, ୯୦୦ ଟଙ୍କା ରହିଛି ।

 

 

 

 

Barsha

Recent Posts

କିଏ ହେବେ ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ, ରେସରେ ଅଛନ୍ତି ଧର୍ମେନ୍ଦ୍ର ଓ ମନମୋହନ

ଭୁବନେଶ୍ୱର :  କିଏ ହେବେ ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ ? ରେସରେ ଆଗରେ ଅଛନ୍ତି ଧର୍ମେନ୍ଦ୍ର ପ୍ରଧାନ ଓ ମନମୋହନ…

5 mins ago

ଟ୍ରେନରେ ଚଢ଼ିଯାଇଛନ୍ତି କିନ୍ତୁ ଟିକେଟ ହଜିଯାଇଛି ତ କଣ କରିବେ ଜାଣନ୍ତୁ, ନଚେତ ହେବେ ହଇରାଣ

ଟିକେଟ ହଜିଯାଇଥିଲେ କିମ୍ବା ଚିରାଫଟା ହୋଇଯାଇଥିଲେ ତଥାପି ବି ଆପଣ ଟ୍ରେନରେ ଯାତ୍ରା କରିପାରିବେ । ଏମିତି ଅନେକ ଲୋକଙ୍କ…

12 mins ago

ମୋ ବସ୍‌ ରେ ଗନ୍ତବ୍ୟସ୍ଥଳକୁ ଯାଉଥିଲେ ଯାତ୍ରୀ, ପଛରୁ ପିଟିଲା ଟ୍ରକ୍‌

କଟକ : କାହାର ହାତରେ ଲାଗିଛି ଆଘାତ ତ କାହା ମୁଣ୍ଡରୁ ବାହାରୁଛି ରକ୍ତ । ଅନେକ ଲୋକ ଆହତ…

16 mins ago

ମୋଦିଙ୍କ ଶପଥ ଗ୍ରହଣ ସମାରୋହ : ୭୦୦୦ ହଜାର ବ୍ୟକ୍ତିଙ୍କୁ ନିମନ୍ତ୍ରଣ, ସାମ୍ନାକୁ ଆସିଲା ନିମନ୍ତ୍ରଣ ପତ୍ର ଫଟୋ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶପଥ ଗ୍ରହଣ ଉତ୍ସବ ଆସନ୍ତାକାଲି ହେବାକୁ ଯାଉଛି । ଆସନ୍ତାକାଲି ସନ୍ଧ୍ୟା ୭.୧୫ ମିନିଟରେ ମୋଦି…

32 mins ago

ଶ୍ରୀମନ୍ଦିର ପରିସରରେ ପୁଣି ଲାଗିଲା ଲାଇଟ, କିଛି ଦିନ ତଳେ ଖୋଲି ଦେଇଥିଲା କଣ୍ଟ୍ରାକ୍ଟର

 କେନ୍ୟୁଜ(ବ୍ୟୁରୋ) : ଶ୍ରୀମନ୍ଦିରର ଆଲୋକୀକରଣ ପାଇଁ ପୁଣି ଥରେ ହୋଇଛି ବ୍ୟବସ୍ଥା । ଆଗାମୀ ଦିନରେ ସ୍ଥାୟୀ ଭାବେ ଆଲୋକୀକରଣର…

35 mins ago

୧୭ ବର୍ଷ ତଳର ଫିଲ୍ମ ‘ଜବ୍‌ ୱି ମେଟ୍‌ ’କୁ ମନେ ପକାଇଲେ ଫ୍ୟାନ୍ସ, ‘ୟେ ଇଶ୍କ ହାଏ’ରେ ଡ୍ୟାନ୍ସ କରୁଥିବାର ନଜର ଆସିଲେ ବେବୋ

କରୀନା କପୁର ଅନେକ ବ୍ଲକବଷ୍ଟର ଫିଲ୍ମରେ କାମ କରିଛନ୍ତି । ଯେପରି 'କବି ଖୁସି କଭି ଗମ'ର' ପୂଜା 'ଠାରୁ…

36 mins ago