ଝିଅ ବିବାହ ପାଇଁ ସୁନା କିଣିବାକୁ ଯୋଜନା କରିଛନ୍ତି କି ? ଏଠାରେ ଚେକ୍‌ କରନ୍ତୁ ମୂଲ୍ୟ .. .

ତେବେ ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୪ ହଜାର ୬୨୦ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୮ ହଜାର ୪୦୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୮,୪୦୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୪ ହଜାର ୬୩୦ ହୋଇଛି ।

ବିବାହ ଋତୁରେ ଜୋରସୋରରେ ଗହଣା କିଣା ଚାଲିଛି । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି ତେବେ ପ୍ରଥମେ ଦାମ ଜାଣନ୍ତୁ । ତେବେ ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୪ ହଜାର ୬୨୦ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୮ ହଜାର ୪୦୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୮,୪୦୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୪ ହଜାର ୬୩୦ ହୋଇଛି ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୮,୪୦୦ ଟଙ୍କା ଓ ୭୪,୬୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୮,୫୦୦ ଟଙ୍କା ଓ ୭୪,୭୭୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୮,୫୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୪,୭୩୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୪,୪୦୦ ଟଙ୍କା ଓ ୭୪,୬୨୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର ମଧ୍ୟ ବୃଦ୍ଧି ହୋଇ କେଜି ପ୍ରତି ୯୩ ହଜାର ୦୦୦ ଟଙ୍କା ହୋଇଛି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.