ବ୍ୟବସାୟ ଓ ଅର୍ଥନୀତି

ସ୍ଥିର ଅଛି ସୁନା ଦର, ଜାଣନ୍ତୁ ଆଜି କେତେ ଅଛି ରେଟ୍

କେନ୍ୟୁଜ୍(ବ୍ୟୁରୋ): ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୨,୯୩୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୭,୭୯୦ ଟଙ୍କା ଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୨,୪୦୦ ଟଙ୍କା ଓ ୫୭, ୧୬୦ ଟଙ୍କା ଛୁଇଁଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୫୨,୪୦୦ ଟଙ୍କା ଓ ୫୭, ୧୬୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୨,୫୦୦ ଟଙ୍କା ଓ ୫୭,୩୧୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୨,୪୦୦ ଟଙ୍କା ଓ ୫୭, ୧୬୦ ଟଙ୍କା ରହିଛି। ଅନ୍ୟପଟେ ରୁପା ମୂଲ୍ୟ ଆଜି କମିଛି । ଆଜି କିଲୋଗ୍ରାମ ପ୍ରତି ରୁପା ଦର ୬୯.୫୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Niharanjan

Recent Posts

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

20 mins ago

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

28 mins ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

43 mins ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

49 mins ago

ବାଲେଶ୍ଵରରେ ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର

ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…

1 hour ago

ଆଜିଠୁ ୪ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…

2 hours ago