ଆଜି ସୁନା ଦର ବୃଦ୍ଧି ପାଇଛି, କିଣିବା ପୂର୍ବରୁ ନଜର ପକାନ୍ତୁ

ଆଜି ସୁନା ଦର ବୃଦ୍ଧି ପାଇଛି । ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି କେତେ ରହିଛି ସୁନାଦର । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୦,୯୯୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୫,୬୭୦ ଟଙ୍କା ରହିଛ।

କେନ୍ୟୁଜ୍(ବ୍ୟୁରୋ):  ଆଜି ସୁନା ଦର ବୃଦ୍ଧି ପାଇଛି । ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି କେତେ ରହିଛି ସୁନାଦର । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୦,୯୯୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୫,୬୭୦ ଟଙ୍କା ରହିଛ। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୨,୧୬୦ ଟଙ୍କା ଓ ୫୬,୮୯୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ସ୍ଥିର ରହିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୨,୧୬୦ ଟଙ୍କା ଓ ୫୬,୮୯ ୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୨,୩୫୧୦ ଟଙ୍କା ଓ ୫୭,୦୫୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୨୮୫ଟଙ୍କା ଥିବା ରେକର୍ଡ ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୨,୧୬୦ ଟଙ୍କା ଓ ୫୬,୮୯୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୬୧ ,୮୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.