ଜାଣନ୍ତୁ ଆଜି କେତେ ରହିଛି ଆପଣଙ୍କ ସହରରେ ସୁନା ଦାମ୍

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୬,୧୬୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୭,୧୬୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୬,୦୧୦ ଓ ୪୮,୨୯୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୬,୧୬୦ ଟଙ୍କା ଓ ୪୭,୧୬୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬, ୧୬୦ ଟଙ୍କା ଓ ୫୦, ୩୬୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୪,୩୬୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୮,୩୯୦ ଟଙ୍କା ଥିବା ରେକର୍ଡ ହୋଇଛି ।

ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬, ୩୧୦ ଟଙ୍କା ଓ ୪୯, ୦୬୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୂପା ମୂଲ୍ୟ ଗ୍ରାମ ପ୍ରତି ୨୦ ପଇସା ବଢ଼ିଛି । ଆଜି ରୂପା କିଲୋଗ୍ରାମ ପ୍ରତି ୬୨, ୫୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Leave A Reply

Your email address will not be published.