ବ୍ୟବସାୟ ଓ ଅର୍ଥନୀତି

ଆଜି ସୁନା ଦରରେ ହୋଇଛି ବିଶେଷ ପରିବର୍ତ୍ତନ

କେନ୍ୟୁଜ୍(ବ୍ୟୁରୋ):  ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ କେତେ ରହିଛି ଆଜିର ଦର। ଆଜି ସୁନା ଦରରେ ହୋଇଛି ବିଶେଷ ପରିବର୍ତ୍ତନ। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪,୩୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୯,୩୪୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫,୦୦୦ ଟଙ୍କା ଓ ୬୦,୦୦୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରବଢିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୫,୦୦୦ ଟଙ୍କା ଓ ୬୦,୦୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୫,୧୫୦ ଟଙ୍କା ଓ ୬୦, ୧୫୦ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୫,୦୦୦ ଟଙ୍କା ଓ ୬୦,୦୦୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୭,୫୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Niharanjan

Recent Posts

ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ, ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ

ଭୁବନେଶ୍ୱର (କେନ୍ୟୁଜ) : ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ  ।  ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ ।  ଭୁବନେଶ୍ବର ତମାଣ୍ଡୋରେ…

8 mins ago

କିଟ୍ ରେ ଯୋଗ ଦିବସ ପାଳିତ, ମାନସିକ ଓ ଶାରୀରିକ ସୁସ୍ଥତା ପାଇଁ ଯୋଗ ଗୁରୁତ୍ୱପୂର୍ଣ୍ଣ ବୋଲି କହିଲେ ଡକ୍ଟର ସାମନ୍ତ

ଭୁବନେଶ୍ୱର (କେନ୍ୟୁଜ): ଆଜି କିଟ୍ ପକ୍ଷରୁ ପାଳିତ ହୋଇଛି ଅନ୍ତର୍ଜାତୀୟ ଯୋଗ ଦିବସ । କିଟ୍ ଇଣ୍ଡୋର ଷ୍ଟାଡିୟମରେ କିଟ୍…

1 hour ago

ଅନ୍ତର୍ଜାତୀୟ ଯୋଗ ଦିବସରେ କାଶ୍ମୀର ମାଟିରୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ଶ୍ରୀନଗର: ଆଜି ବିଶ୍ୱ ପାଳୁଛି ଅନ୍ତର୍ଜାତୀୟ ଯୋଗ ଦିବସ। ପ୍ରତିବର୍ଷ ଜୁନ ୨୧ରେ ପାଳିତ ହେଉଛି ଏହି ଦିବସ ।…

1 hour ago

ଆସନ୍ତାକାଲି ସ୍ନାନପୂର୍ଣ୍ଣିମା: ଭୋର ୪ ଟାରୁ ୬ଟା ମଧ୍ଯରେ ହେବ ମହାପ୍ରଭୁଙ୍କ ପହଣ୍ଡି ବିଜେ

ପୁରୀ (କେନ୍ୟୁଜ):  ଦିନକ ପରେ ମହାପ୍ରଭୁଙ୍କ ପବିତ୍ର ସ୍ନାନପୂର୍ଣ୍ଣିମା । ରତ୍ନବେଦୀ ଛାଡି ସ୍ନାନବେଦୀରେ ୧୦୮ ଗଡୁ ସୁବାସିତ ଜଳରେ…

1 hour ago

କଳିଙ୍ଗ ଷ୍ଟାଡିୟମରେ ରାଜ୍ୟସ୍ତରୀୟ ଯୋଗ ଦିବସ: ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର (କେନ୍ୟୁଜ): ଆଜି ପାଳିତ ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ ।  ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମରେ ରାଜ୍ୟସ୍ତରୀୟ ଯୋଗ ଦିବସ…

2 hours ago

ଆଜିର ପେଟ୍ରୋଲ ଦର; ଘରୁ ବାହାରିବା ପୂର୍ବରୁ ଯାଞ୍ଚ କରନ୍ତୁ ମୂଲ୍ୟ

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୦ ଟଙ୍କା ୯୨ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

2 hours ago