Below header

କିଣିବା ପୂର୍ବରୁ ନଜର ପକାନ୍ତୁ ଆଜି କେତେ ରହିଛି ସୁନା ଦର

ସୁନା କିଣିବାକୁ ମନ ବଳାଇଥିଲେ ଆଜି ହିଁ କିଣି ଅଣାନ୍ତୁ । ଗତକାଲି ଅପେକ୍ଷା ଆଜି କିଛି ମାତ୍ରାରେ କମିଛି ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୨,୮୭ ୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୭, ୭୨୦ ଟଙ୍କା ହୋଇଛି ।

କେନ୍ୟୁଜ୍(ବ୍ୟୁରୋ): ସୁନା କିଣିବାକୁ ମନ ବଳାଇଥିଲେ ଆଜି ହିଁ କିଣି ଅଣାନ୍ତୁ । ଗତକାଲି ଅପେକ୍ଷା ଆଜି କିଛି ମାତ୍ରାରେ କମିଛି ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୨,୮୭ ୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୭, ୭୨୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୩,୩୫୦ ଟଙ୍କା ଟଙ୍କା ଓ ୫୮,୨୦୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରବଢିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୩,୩୫୦ ଟଙ୍କା ଓ ୫୮,୨୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୩,୫୦୦ ଟଙ୍କା ଓ ୫୮,୩୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୨୮୫  ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୩,୩୫୦ ଟଙ୍କା ଓ ୫୮,୨୦୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୩,୫୦୦ ଟଙ୍କା ରହିଥିବା ନେଇ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.