ବ୍ୟବସାୟ ଓ ଅର୍ଥନୀତି

ବଢିଚାଲିଛି ସୁନା ଦାମ୍ , ଜାଣନ୍ତୁ ଆଜି ଆପଣଙ୍କ ସହରରେ କେତେ ଅଛି ସୁନା ମୂଲ୍ୟ

ବିବାହ ସିଜିନ ଆରମ୍ଭରୁ ଲଗାତାର ଭାବରେ ବଢୁଛି ଦାମ୍ । କିନ୍ତୁ ଆଜି ସୁନା ଦରରେ ସାମାନ୍ୟ ବୃଦ୍ଧି ଦେଖିବାକୁ ମିଳିଛି। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୬,୮୭୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୨,୦୮୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୭,୭୫୦ ଟଙ୍କା ଟଙ୍କା ଓ ୬୩ ,୦୦୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ଅପରିବର୍ତ୍ତିତ ରହିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୭,୭୫୦ ଟଙ୍କା ଓ ୬୩ ,୦୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ୫୭,୯୦୦ ଟଙ୍କା ଓ ୬୩ ,୧୫୦ ଟଙ୍କା ରହିଛି ।

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୭,୭୫୦ ଟଙ୍କା ଓ ୬୩ ,୦୦୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୩ ,୭୦୦ ଟଙ୍କା ରହିଥିବା ନେଇ ହୋଇଛି।

Niharanjan

Recent Posts

ଆଜିର ରାଶିଫଳ : ରାଶି ଅନୁସାରେ ଜାଣନ୍ତୁ ଆଜି କିପରି କଟିବ ଆପଣଙ୍କ ଦିନ

ମେଷ: ପାରିବାରିକ ପ୍ରତିଷ୍ଠା ବଢ଼ିବ । ବ୍ୟବସାୟିକ ଯୋଜନା ଫଳପ୍ରଦ ହେବ। ସାମାଜିକ ପ୍ରତିଷ୍ଠା ବଢ଼ିବ । ଜୀବନରେ କିଛି…

3 mins ago

ଲୋକଙ୍କୁ ଉଷୁକାଇ କରୁଥିଲା ଦଙ୍ଗା, ପୋଲିସ ହାତରେ ଧରାପଡ଼ିଲା ଦୁର୍ଦ୍ଦାନ୍ତ ଅପରାଧୀ ଅମ୍ବିକା ଦାସ

ସୋରଡ଼ା(କେନ୍ୟୁଜ୍‌): ଦୁର୍ଦ୍ଦାନ୍ତ ଅପରାଧୀ ଅମ୍ବିକା ଦାସ ଗିରଫ। ଅମ୍ବିକା ଦାସକୁ ଗିରଫ କଲା ସୋରଡ଼ା ପୋଲିସ । ଗଞ୍ଜାମ ଜିଲ୍ଲା…

18 mins ago

ଦ୍ୱାରଶୁଣି ଘାଟିରେ ପୁଣି ଦୁର୍ଘଟଣା, ଅଜଣା ଗାଡି ଧକ୍କାରେ ବାଇକ ଚାଳକ ମୃତ

ବାଙ୍ଗିରିପୋଷି(କେନ୍ୟୁଜ୍‌): ଦ୍ୱାରାଶୁଣି ଘାଟିରେ ପୁଣିଥରେ ଦୁର୍ଘଟଣା । ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଦ୍ୱାରାଶୁଣି ଘାଟିରେ ଅଜଣା ଗାଡି ଧକ୍କାରେ ବାଇକ…

37 mins ago

ଗଠନ ହେବ ନୂଆ ବିଧାନସଭା, ବିଧାନସଭା ଭଙ୍ଗ ପାଇଁ ରାଜ୍ୟପାଳଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର(କେନ୍ୟୁଜ୍‌): ବିଧାନସଭା ଭଙ୍ଗ ପାଇଁ ରାଜ୍ୟପାଳଙ୍କ ନିର୍ଦ୍ଦେଶ । ରାଜ୍ୟପାଳ ରଘୁବର ଦାଶ ୧୬ତମ ଓଡ଼ିଶା ବିଧାନସଭା ଭଙ୍ଗ ପାଇଁ…

56 mins ago

ୟୁରିକ୍ ଏସିଡ୍‌କୁ ନିୟନ୍ତ୍ରଣ କରିବ କଖାରୁ, ହାର୍ଟ ପାଇଁ ମଧ୍ୟ ହୋଇଥାଏ ଲାଭଦାୟକ

ଆଜିର ଖରାପ ଲାଇଫ୍‌ ଷ୍ଟାଇଲ୍‌ ଏବଂ ଖାଇବା ଅଭ୍ୟାସ ହେତୁ ଲୋକଙ୍କ ମଧ୍ୟରେ ୟୁରିକ୍ ଏସିଡ୍ ସମସ୍ୟା ଦ୍ରୁତ ଗତିରେ…

1 hour ago

କ୍ରିକେଟର ସମସ୍ତ ଫର୍ମାଟରୁ ସନ୍ନ୍ୟାସ ନେଲେ କେଦାର ଯାଦବ, ଫ୍ୟାନ୍ସଙ୍କୁ ଜଣାଇଲେ ଧନ୍ୟବାଦ

ଟି୨୦ ବିଶ୍ୱକପ ଚାଲିଥିବା ବେଳେ ଭାରତର ପ୍ରଥମ ମ୍ୟାଚ୍‌ ଜୁନ୍‌ ୫ ତାରିଖରେ ଖେଳାଯିବ । ଏହି ମ୍ୟାଚକୁ ଫ୍ୟାନ୍ସ…

1 hour ago