ଜାଣନ୍ତୁ, ଆପଣଙ୍କ ସହରରେ କେତେ ଅଛି ଆଜି ସୁନା ଦର

ସୁନା କିଣିବାକୁ ଚାହୁଁଥିଲେ ପ୍ରଥମେ ଜାଣନ୍ତୁ ଦାମ । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୨ ହଜାର ୪୩୦ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୬ ହଜାର ୩୯୦ ଟଙ୍କା ରହିଛି ।

ସୁନା କିଣିବାକୁ ଚାହୁଁଥିଲେ ପ୍ରଥମେ ଜାଣନ୍ତୁ ଦାମ । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୨ ହଜାର ୪୩୦ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୬ ହଜାର ୩୯୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୬,୩୯୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୨,୪୩୦ ହୋଇଛି ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୬,୩୯୦ ଟଙ୍କା ଓ ୭୨,୪୩୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୬,୫୪୦ ଟଙ୍କା ଓ ୭୨,୫୮୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୬,୫୪୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୨ ,୫୯୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୬,୩୯୦ ଟଙ୍କା ଓ ୭୨,୪୩୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର ମଧ୍ୟ ବୃଦ୍ଧି ହୋଇ କେଜି ପ୍ରତି ୯୧,୪୦୦ ଟଙ୍କା ହୋଇଛି ।

Leave A Reply

Your email address will not be published.