ଶସ୍ତା ହେଲା ସୁନା ଓ ରୁପା, ଜାଣନ୍ତୁ କେତେ କମିଲା ଦାମ୍…
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪,୫୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୯,୪୫୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୪,୫୦୦ ଟଙ୍କା ଟଙ୍କା ଓ ୫୯,୪୫୦ ଟଙ୍କା ହୋଇଛି।
ଦିନକୁ ଦିନକୁ ସୁନାର ଦାମ୍ ବୃଦ୍ଧି ପାଉଥିବାରୁ ଚିନ୍ତାରେ ଗ୍ରାହକ । ଆଜି ସୁନା କାରବାରରେ କିଛି ପରିବର୍ତ୍ତନ ଦେଖିବାକୁ ମିଳିଛି । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪,୫୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୯,୪୫୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୪,୫୦୦ ଟଙ୍କା ଟଙ୍କା ଓ ୫୯,୪୫୦ ଟଙ୍କା ହୋଇଛି।
ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରବଢିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୪,୫୦୦ ଟଙ୍କା ଓ ୫୯,୪୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୪,୬୫୦ ଟଙ୍କା ଓ ୫୯,୯୯୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୪,୮୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୯,୭୮୦ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୪,୫୦୦ ଟଙ୍କା ଓ ୫୯,୪୫୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୩,୫୦୦ଟଙ୍କା ରହିଥିବା ନେଇ ହୋଇଛି।