ବ୍ୟବସାୟ ଓ ଅର୍ଥନୀତି

ଶସ୍ତା ହେଲା ସୁନା ଓ ରୁପା, ଜାଣନ୍ତୁ କେତେ କମିଲା ଦାମ୍…

ଦିନକୁ ଦିନକୁ ସୁନାର ଦାମ୍ ବୃଦ୍ଧି ପାଉଥିବାରୁ ଚିନ୍ତାରେ ଗ୍ରାହକ । ଆଜି ସୁନା କାରବାରରେ କିଛି ପରିବର୍ତ୍ତନ ଦେଖିବାକୁ ମିଳିଛି । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪,୫୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୯,୪୫୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୪,୫୦୦ ଟଙ୍କା ଟଙ୍କା ଓ ୫୯,୪୫୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରବଢିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୪,୫୦୦ ଟଙ୍କା ଓ ୫୯,୪୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୪,୬୫୦ ଟଙ୍କା ଓ ୫୯,୯୯୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୪,୮୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୯,୭୮୦ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୪,୫୦୦ ଟଙ୍କା ଓ ୫୯,୪୫୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୩,୫୦୦ଟଙ୍କା ରହିଥିବା ନେଇ ହୋଇଛି।

Barsha

Recent Posts

ଗରମରୁ ଏଭଳି ବଞ୍ଚାନ୍ତୁ ନିଜ ଫୋନ, ନଚେତ ହୋଇପାରେ ଅନେକ ସମସ୍ୟା

ଗ୍ରୀଷ୍ମ ଋତୁ ଆସିବା ସହିତ ଇଲେକ୍ଟ୍ରୋନିକ୍ ଡିଭାଇସରେ ଅଗ୍ନି ଏବଂ ବିସ୍ଫୋରଣ ଘଟଣା ମଧ୍ୟ ବଢ଼ିବାରେ ଲାଗିଛି । ଶୀତ…

10 mins ago

ଗାଡ଼ି ଚଲାଇବା ସମୟରେ ମୋବାଇଲରେ ହେଉଥିଲେ କଥା, ଗାଡ଼ି ସହ ମୋବାଇଲ୍ ଜବତ

ଭୁବନେଶ୍ୱର : ଅମାନିଆଙ୍କୁ କମିସନରେଟ ପୋଲିସର ଆକ୍ସନ । ଗାଡ଼ି ଚଲାଇବା ସମୟରେ ମୋବାଇଲରେ କଥା ହେଉଥିବା ବେଳେ ଗାଡ଼ି…

25 mins ago

ସର୍ଜରୀ ପରେ ମହିଳାଙ୍କ ପେଟରୁୁ ବାହାରିଲା ୨.୫ କେଜିର ଚୁଟି

ଆଜିକାଲି ରୋଗରେ ପିଡ଼ିତ ହେବା ସାଧାରଣ କଥା ହୋଇଗଲାଣି । ଷ୍ଟୋନ୍‌ ଆଉ ଟ୍ୟୁମର ପ୍ରାୟତଃ ସମସ୍ତଙ୍କୁ ହେଉଛି ।…

33 mins ago

ଅରୁଣାଚଳ ପ୍ରଦେଶରେ ବାଜି ମାରିଲା ବିଜେପି, ୪୬ ସିଟରେ ମିଳିଲା ବିଜୟ

ଅରୁଣାଚଳ ପ୍ରଦେଶ ବିଧାନସଭା ନିର୍ବାଚନରେ ବାଜି ମାରିଛି ବିଜେପି । ବିଜେପି ପୁଣିଥରେ ଅରୁଣାଚଳ ପ୍ରଦେଶରେ ୪୬ ସିଟରେ ବିଜୟ…

38 mins ago

ଏହି ସବୁ ଜୀବ ଘର ପାଇଁ ହୋଇଥାନ୍ତି ଅଶୁଭ, ଦେଇଥାନ୍ତି ବିପତ୍ତିର ସଙ୍କେତ

ଯେତେବେଳେ ବି ଆମେ କୌଣସି କାର୍ଯ୍ୟ କରିବା ପାଇଁ ବାହାରିଥାଉ, ଆମ ମୂଳ ଉଦ୍ଦେଶ୍ୟ ହୋଇଥାଏ ସେହି କାର୍ଯ୍ୟକୁ ସଂପୂର୍ଣ୍ଣ…

41 mins ago

ଗତକାଲି ଡ୍ୟୁଟି ସାରି ଘରକୁ ଫେରିଥିଲେ, ଆଜି ଡାକ୍ତରଙ୍କ ମିଳୁନି ପତ୍ତା

କାଲିମେଳା : ଘରେ ମୋବାଇଲ ଆଉ ବାଇକ୍ ଅଛି । ହେଲେ ଘରେ ନାହାଁନ୍ତି ଡାକ୍ତର ବାବୁ । ଗତକାଲି…

55 mins ago