ବଢ଼ିଲା ସୁନା ଦର, ଜାଣନ୍ତୁ ଭୁବନେଶ୍ୱରରେ କେତେ ରହିଛି

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪,୭୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୯,୬୭୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୪,୭୦୦ ଟଙ୍କା ଟଙ୍କା ଓ ୫୯,୬୭୦ ଟଙ୍କା ହୋଇଛି।

ଦିନକୁ ଦିନକୁ ସୁନାର ଦାମ୍ ବୃଦ୍ଧି ପାଉଥିବାରୁ ଚିନ୍ତାରେ ଗ୍ରାହକ । ଆଜି ସୁନା କାରବାରରେ କିଛି ପରିବର୍ତ୍ତନ ଦେଖିବାକୁ ମିଳିଛି । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪,୭୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୯,୬୭୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୪,୭୦୦ ଟଙ୍କା ଟଙ୍କା ଓ ୫୯,୬୭୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରବଢିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୪,୭୦୦ ଟଙ୍କା ଓ ୫୯,୬୭୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୪,୮୫୦ ଟଙ୍କା ଓ ୫୯,୮୨୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୫,୦୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୦,୦୦୦ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୪,୭୦୦ ଟଙ୍କା ଓ ୫୯,୬୭୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୪,୦୦୦ଟଙ୍କା ରହିଥିବା ନେଇ ହୋଇଛି।

 

Leave A Reply

Your email address will not be published.