ବ୍ୟବସାୟ ଓ ଅର୍ଥନୀତି

ଲଗାତାର ବୃଦ୍ଧି ପାଉଛି ସୁନା ଓ ରୂପା ଦର, ଜାଣନ୍ତୁ କେତେ ରହିଛି ଦାମ୍…

ସୁନା ବଜାର ଉପରେ ଇସ୍ରାଏଲ-ହମାସ ଯୁଦ୍ଧର ପ୍ରଭାବ । ଇ୍ରସାଏଲ-ହମାସ୍ ଯୁଦ୍ଧ ଭିତରେ ସୁନା ବଜାରରେ ନିଆଁ । ଆପଣ ସୁନା କିଣିବାକୁ ମନ ବଳାଇଥିଲେ ନଜର ପକାନ୍ତୁ ଆଜି କେତେ ରହିଛି ସୁନାଦର। ଗତକାଲି ଅପେକ୍ଷା ଆଜି ସୁନାଦର ସାମନ୍ୟ ବୃଦ୍ଧି ପାଇଛି । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪, ୦୦୦ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୮,୯୧୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୪,୦୦୦ ଟଙ୍କା ଟଙ୍କା ଓ ୫୮,୯୧୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରବଢିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୪,୪୦୦ ଟଙ୍କା ଓ ୫୮,୯୧୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୪,୧୫୦ ଟଙ୍କା ଓ ୫୯,୦୬୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୪,୧୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୯,୦୭୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୪,୦୦୦ ଟଙ୍କା ଓ ୫୯,୯୧୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୨,୬୦୦ଟଙ୍କା ରହିଥିବା ନେଇ ହୋଇଛି।

Barsha

Recent Posts

କେତେ ବର୍ଷ ପର୍ଯ୍ୟନ୍ତ ବ୍ୟବହାର କରିବା ଉଚିତ Windows ଏବଂ Split AC ? ଜାଣନ୍ତୁ ଏହାର ୱାରେଣ୍ଟି ଡେଟ୍‌

Windows ଏବଂ Split ACରେ ଅଗ୍ନିକାଣ୍ଡ ଏବଂ ବିସ୍ଫୋରଣର ଅନେକ ଘଟଣା ଗତ କିଛି ଦିନ ମଧ୍ୟରେ ସାମ୍ନାକୁ ଆସିଛି…

7 mins ago

ବିଧାନସଭାରେ ଚାଲିଛି ନବ ନିର୍ବାଚିତ ବିଧାକୟଙ୍କ ଶପଥ ଉତ୍ସବ, ଆଜି ଓ ଆସନ୍ତାକାଲି ଶପଥ ନେବେ

ଭୁବନେଶ୍ୱର : ବିଧାନସଭାରେ ଚାଲିଛି ନବ ନିର୍ବାଚିତ ବିଧାକୟଙ୍କ ଶପଥ ଉତ୍ସବ । ପ୍ରଥମେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଧାୟକ…

8 mins ago

ବିହାର: ଉଦ୍‌ଘାଟନ ପୂର୍ବରୁ ଭୁଶୁଡ଼ିଲା ନବନିର୍ମିତ ବ୍ରିଜ୍‌, ୧୨ କୋଟି ଟଙ୍କା ବ୍ୟୟରେ ହୋଇଥିଲା ତିଆରି

ଉଦ୍‌ଘାଟନ ପୂର୍ବରୁ ଭୁଶୁଡ଼ି ପଡ଼ିଲା ବ୍ରିଜ୍‌ । ବିହାରର ଅରାରିଆର ସିକଟିରେ ବକରା ନଦୀରେ ନିର୍ମିତ ବ୍ରିଜ୍‌ ମଙ୍ଗଳବାର ଭୁଶୁଡ଼ି…

13 mins ago

ନଦୀରେ ଗାଧୋଇବା ସମୟରେ ବୁଡି ତିନି ନାବାଳକ ମୃତ, ନାବାଳକ ସମସ୍ତେ ଗୋଟିଏ ପରିବାରର

କାକଟପୁର : ଦେବୀ ନଦୀରେ ଗାଧୋଇବା ସମୟରେ ନଦୀରେ ବୁଡି ତିନିଜଣ ନାବାଳକଙ୍କ ମୃତ୍ୟୁ। ମୃତକ ନାବାଳକ ସମସ୍ତେ ଗୋଟିଏ…

18 mins ago

ଆଜି ବିବାହ ବନ୍ଧନରେ ବାନ୍ଧି ହେବେ ମହାପ୍ରଭୁ ଶ୍ରୀଜଗନ୍ନାଥ, ଉତ୍ସବମୁଖର ଶ୍ରୀକ୍ଷେତ୍ର

ଆଜି ବିବାହ ବନ୍ଧନରେ ବାନ୍ଧି ହେବେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ମା' ଲକ୍ଷ୍ମୀ । ଆଉ କିଛି ସମୟ ପରେ…

21 mins ago

ସାଇକେଲ ବ୍ୟବହାର କରିବା ପାଇଁ ସମସ୍ତଙ୍କୁ ଅପିଲ୍‌ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଭୁବନେଶ୍ୱର(କେନ୍ୟୁଜ୍‌): ଆଜି ଶପଥ ନେଇଛନ୍ତି ରାଜ୍ୟର ସମସ୍ତ ନବନିର୍ବାଚିତ ବିଧାୟକ । ଆଜି ବିଧାନସଭାର ୩ ଦିନିଆ ସ୍ୱତନ୍ତ୍ର ଅଧିବେଶନରେ…

33 mins ago