ଲଗାତାର ବୃଦ୍ଧି ପାଉଛି ସୁନା ଓ ରୂପା ଦର, ଜାଣନ୍ତୁ କେତେ ରହିଛି ଦାମ୍…

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୫, ୧୦୦ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୦,୧୧୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫,୧୦୦ ଟଙ୍କା ଟଙ୍କା ଓ ୬୦,୧୧୦ ଟଙ୍କା ହୋଇଛି।

କେନ୍ୟୁଜ୍(ବ୍ୟୁରୋ): ଆପଣ ସୁନା କିଣିବାକୁ ମନ ବଳାଇଥିଲେ ନଜର ପକାନ୍ତୁ ଆଜି କେତେ ରହିଛି ସୁନାଦର। ଗତକାଲି ଅପେକ୍ଷା ଆଜି ସୁନାଦର ସାମନ୍ୟ ବୃଦ୍ଧି ପାଇଛି । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୫, ୧୦୦ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୦,୧୧୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫,୧୦୦ ଟଙ୍କା ଟଙ୍କା ଓ ୬୦,୧୧୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରବଢିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୫,୧୦୦ ଟଙ୍କା ଓ ୬୦,୧୧୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୫,୨୫୦ ଟଙ୍କା ଓ ୬୦,୨୬୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୫,୩୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୦,୩୩୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୫,୧୦୦ ଟଙ୍କା ଓ ୫୦,୧୧୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୪,୧୦୦ଟଙ୍କା ରହିଥିବା ନେଇ ହୋଇଛି।