ସାମାନ୍ୟ କମିଲା ସୁନା ଦର, ଜାଣନ୍ତୁ କେତେ ରହିଛି ଦାମ୍

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୬, ୪୦୦ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୧,୫୩୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୬,୪୦୦ ଟଙ୍କା ଟଙ୍କା ଓ ୬୧,୫୩୦ ଟଙ୍କା ହୋଇଛି।

ଆଜି ଭାରତୀୟ ବଜାରରେ କମିଥିବା ବେଳେ କେତକ ସହରରେ ସାମାନ୍ୟ ବଢିଛି ସୁନା ଦର। କିଣିବା ପୂର୍ବରୁ ନଜର ପକାନ୍ତୁ ଆଜି କେତେ ରହିଛି ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୬, ୪୦୦ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୧,୫୩୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୬,୪୦୦ ଟଙ୍କା ଟଙ୍କା ଓ ୬୧,୫୩୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ବଢିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୬,୪୦୦ଟଙ୍କା ଓ ୬୧,୫୩୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ୫୬,୫୫୦ ଟଙ୍କା ଓ ୬୧,୬୮୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୬,୮୬୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୨,୦୩୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୬,୪୦୦ ଟଙ୍କା ଓ ୬୧,୫୩୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୪,୧୦୦ଟଙ୍କା ରହିଥିବା ନେଇ ହୋଇଛି।