ସୁନା କିଣିବାକୁ ଦୋକାନକୁ ଯିବା ପୂର୍ବରୁ ଏଠାରେ ପଢ଼ିନିଅନ୍ତୁ କେତେ ଅଛି ୧୦ ଗ୍ରାମ ପ୍ରତି ସୁନା ଦାମ୍

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୭,୪୬୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୨,୭୩୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୭,୭୦୦ ଟଙ୍କା ଟଙ୍କା ଓ ୬୨,୯୫୦ ଟଙ୍କା ହୋଇଛି।

ସୁନା କିଣିବାକୁ ମନ ବଳାଇଥିଲେ ନଜର ପକାନ୍ତୁ ଆଜି କେତେ ରହିଛି ସୁନାଦର। ଦିନକୁ ଦିନକୁ ସୁନାର ଦାମ୍ ବୃଦ୍ଧି ପାଉଥିବାରୁ ଚିନ୍ତାରେ ଗ୍ରାହକ । ଆଜି ସୁନା କାରବାରରେ କିଛି ପରିବର୍ତ୍ତନ ଦେଖିବାକୁ ମିଳିଛି । ଆଜିବି କିଛିଟା ବଢିଛି ସୁନା ଦର ।

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୭,୪୬୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୨,୭୩୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୭,୭୦୦ ଟଙ୍କା ଟଙ୍କା ଓ ୬୨,୯୫୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ଅପରିବର୍ତ୍ତିତ ରହିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୭,୭୦୦ ଟଙ୍କା ଓ ୬୨,୯୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ୫୭,୮୫୦ ଟଙ୍କା ଓ ୬୩,୧୦୦ ଟଙ୍କା ରହିଛି ।

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୭,୭୦୦ ଟଙ୍କା ଓ ୬୨,୯୫୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୮୦,୫୦୦ଟଙ୍କା ରହିଥିବା ନେଇ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.