Below header

ପୁଣି ବଦଳିଲା ସୁନା ଦର; ଜାଣନ୍ତୁ କେତେ ବଢ଼ିଲା ଆଜିର ମୂଲ୍ୟ

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୭,୧୬୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୨,୪୦୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୭,୬୫୦ ଟଙ୍କା ଟଙ୍କା ଓ ୬୧,୮୯୦ ଟଙ୍କା ହୋଇଛି।

(କେନ୍ୟୁଜ): ବିବାହ ସିଜିନ ଆରମ୍ଭରୁ ଲଗାତାର ଭାବରେ ବଢୁଛି ଦାମ୍ । ଅନ୍ତର୍ଜାତୀୟ ବଜାରରେ ସୁନା ଦର ବଢୁଥିବାରୁ ଘରୋଇ ବଜାରରେ ଦର ବଢୁଛି । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୭,୧୬୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୨,୪୦୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୭,୬୫୦ ଟଙ୍କା ଟଙ୍କା ଓ ୬୧,୮୯୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ଅପରିବର୍ତ୍ତିତ ରହିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୭,୬୫୦ ଟଙ୍କା ଓ ୬୨,୮୯୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ୫୭,୮୦୦ ଟଙ୍କା ଓ ୬୩,୦୪୦ ଟଙ୍କା ରହିଛି ।

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୭,୬୫୦ ଟଙ୍କା ଓ ୬୨,୮୯୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୭,୫୦୦ ଟଙ୍କା ରହିଥିବା ନେଇ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.