ବଢ଼ିଲା ସୁନା ଦର, ଆଜି ରାଜଧାନୀ ଭୁବନେଶ୍ୱରରେ କେତେ ଅଛି ମୂଲ୍ୟ….

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୭,୧୩୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୨,୩୭୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୭,୭୫୦ ଟଙ୍କା ଟଙ୍କା ଓ ୬୩,୦୦୦ ଟଙ୍କା ହୋଇଛି।

ବିବାହ ସିଜିନ ଆରମ୍ଭରୁ ଲଗାତାର ଭାବରେ ବଢୁଛି ଦାମ୍ । ଅନ୍ତର୍ଜାତୀୟ ବଜାରରେ ସୁନା ଦର ବଢୁଥିବାରୁ ଘରୋଇ ବଜାରରେ ଦର ବଢୁଛି । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୭,୧୩୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୨,୩୭୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୭,୭୫୦ ଟଙ୍କା ଟଙ୍କା ଓ ୬୩,୦୦୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ଅପରିବର୍ତ୍ତିତ ରହିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୭,୭୫୦ ଟଙ୍କା ଓ ୬୩,୦୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ୫୭,୯୦୦ ଟଙ୍କା ଓ ୬୩,୧୫୦ ଟଙ୍କା ରହିଛି ।

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୭,୭୫୦ ଟଙ୍କା ଓ ୬୩,୦୦୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୭,୭୦୦ ଟଙ୍କା ରହିଥିବା ନେଇ ହୋଇଛି।

You might also like