ବ୍ୟବସାୟ ଓ ଅର୍ଥନୀତି

ବଢ଼ିଲା ସୁନା ଦର, ଆଜି ରାଜଧାନୀ ଭୁବନେଶ୍ୱରରେ କେତେ ଅଛି ମୂଲ୍ୟ….

ବିବାହ ସିଜିନ ଆରମ୍ଭରୁ ଲଗାତାର ଭାବରେ ବଢୁଛି ଦାମ୍ । ଅନ୍ତର୍ଜାତୀୟ ବଜାରରେ ସୁନା ଦର ବଢୁଥିବାରୁ ଘରୋଇ ବଜାରରେ ଦର ବଢୁଛି । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୭,୧୩୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୨,୩୭୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୭,୭୫୦ ଟଙ୍କା ଟଙ୍କା ଓ ୬୩,୦୦୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ଅପରିବର୍ତ୍ତିତ ରହିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୭,୭୫୦ ଟଙ୍କା ଓ ୬୩,୦୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ୫୭,୯୦୦ ଟଙ୍କା ଓ ୬୩,୧୫୦ ଟଙ୍କା ରହିଛି ।

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୭,୭୫୦ ଟଙ୍କା ଓ ୬୩,୦୦୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୭,୭୦୦ ଟଙ୍କା ରହିଥିବା ନେଇ ହୋଇଛି।

Barsha

Recent Posts

ଅଣସର ନୀତି: ଜ୍ବରରେ ଆକ୍ରାନ୍ତ ମହାପ୍ରଭୁ, ପୂଜା ପାଇବେ ପଟି ଦିଅଁ

ପୁରୀ (କେନ୍ୟୁଜ): ଅତ୍ୟଧିକ ସ୍ନାନଯୋଗୁ ମହାପ୍ରଭୁ ଏବେ ଅସୁସ୍ଥ।  ଗତକାଲି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ…

3 seconds ago

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

13 mins ago

ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ ବଡ଼ ଘୋଷଣା, CBIକୁ ତଦନ୍ତ ଭାର ହସ୍ତାନ୍ତର

ନୂଆଦିଲ୍ଲୀ : ଥମୁନି ନିଟ୍ ବିବାଦ । ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା…

13 mins ago

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କୁ କିଛି ନୂଆ କାର୍ଯ୍ୟ କରିବାକୁ ମିଳିବ, ବନ୍ଧୁଙ୍କ ସହ ଖୁସିର ସମୟ କାଟିବେ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ମିଶ୍ରିତ ରୂପେ ଲାଭଦାୟକ ରହିବ । ପାରିବାରିକ ସମ୍ପର୍କ ମଧୁର ହେବ ।…

7 hours ago

ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ। ଜଳସମ୍ପଦ ବିଭାଗର ବରିଷ୍ଠ…

8 hours ago

ଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ, ବିଭିନ୍ନ ସମସ୍ୟା ପଚାରି ବୁଝିଲେ

ଉମରକୋଟ: ଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ । ନବରଙ୍ଗପୁର ଜିଲ୍ଲା ଉମରକୋଟ ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଡାଙ୍ଗରୀଗୁଡାକୁ…

9 hours ago