ବ୍ୟବସାୟ ଓ ଅର୍ଥନୀତି

ସୁନା ଦରରେ ଲାଗୁନି ରୋକ୍; ଦିନକୁ ଦିନ ବଢି ବଢି ଚାଲିଛି ଦାମ

(କେନ୍ୟୁଜ): ବିବାହ ସିଜିନ ଆରମ୍ଭରୁ ଲଗାତାର ଭାବରେ ବଢୁଛି ଦାମ୍ । ତେବେ ଆଜି ଦର ବୃଦ୍ଧି ଘଟିଛି କି କମ୍ ହୋଇଛି ଆସନ୍ତୁ ଜାଣିବା। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୭,୫୬୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୨,୮୪୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୮,୦୦୦ ଟଙ୍କା ଟଙ୍କା ଓ ୬୩ ,୨୩୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ଅପରିବର୍ତ୍ତିତ ରହିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୮,୦୦୦ ଟଙ୍କା ଓ ୬୩ ,୨୩୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ୫୮,୧୦୦ ଟଙ୍କା ଓ ୬୩ ,୩୮୦ ଟଙ୍କା ରହିଛି ।

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୮,୦୦୦ ଟଙ୍କା ଓ ୬୩ ,୨୩୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୯ ,୫୦୦ ଟଙ୍କା ରହିଥିବା ନେଇ ହୋଇଛି।

 

Barsha

Recent Posts

ଆଜିର ରାଶିଫଳ : ଜାଣନ୍ତୁ ଆଜି କେଉଁ ରାଶିର ଛାତ୍ରଛାତ୍ରୀଙ୍କ ପାଇଁ କିପରି କଟିବ ଦିନ

ମେଷ: ଆଜିର ଦିନ ଭଲରେ କଟିବ । ଉତ୍ତମ ସ୍ୱାସ୍ଥ୍ୟ ପାଇଁ ବ୍ୟାୟାମ ଜାରି ରଖନ୍ତୁ । କୌଣସି ନୂଆ…

2 hours ago

ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ, ନିଷ୍ପତ୍ତି ନେଲେ ରାଜ୍ୟ ସରକାର

ଭୁବନେଶ୍ୱର : ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ। ହକି ଇଣ୍ଡିଆ ସହ ଆଲୋଚନା…

5 hours ago

ବାଲେଶ୍ବର ସହରରେ କର୍ଫ୍ୟୁ କୋହଳ, ଆସନ୍ତାକାଲି ଠାରୁ ଲ୍ୟାଣ୍ଡ ଲାଇନ୍ based internet ହେବ କୋହଳ

ବାଲେଶ୍ଵର :  ବାଲେଶ୍ଵର ଜିଲ୍ଲାପାଳଙ୍କ ସାମ୍ବାଦିକ ସମ୍ମିଳନୀ । ବାଲେଶ୍ବର ସହରରେ କର୍ଫ୍ୟୁ ପରିସ୍ଥିତି ଉପରେ ସାମ୍ବାଦିକ ସମ୍ମିଳନୀ ।…

5 hours ago

ପିସିସି ସଭାପତିଙ୍କୁ କାଳିମାଡ଼, କଂଗ୍ରେସ ଭବନରେ ପଶି କଲେ କାଳିମାଡ଼

ଭୁବନେଶ୍ୱର : ପିସିସି ସଭାପତିଙ୍କୁ କାଳିମାଡ଼ । କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼। ଆଜି କଂଗ୍ରେସ…

5 hours ago

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ମୃତ

ଲମତାପୁଟ : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିଙ୍କ ମୃତ୍ଯୁ । ମୃତ ବ୍ୟକ୍ତି ଜଣକ ଲମତାପୁଟ ବ୍ଲକ…

6 hours ago

ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁଲା ମୌସୁମୀ, ୨ ଦିନ ଭିତରେ ସାରା ରାଜ୍ୟକୁ ଛୁଇଁବ

ଅଗ୍ରସର ହେଲା ମୌସୁମୀ । ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁବା ସହ ଅଧିକ ଅଗ୍ରସର ହେଉଛି ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ…

7 hours ago