ସୁନା ଦରରେ ଆସିଲା କିଛିଟା ପରିବର୍ତ୍ତନ, ନଜର ପକାନ୍ତୁ ଆଜି କେତେ ରହିଛି ଦର

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୭,୯୩୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୩,୨୫୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୮,୫୫୦ ଟଙ୍କା ଟଙ୍କା ଓ ୬୩ ,୮୭୦ ଟଙ୍କା ହୋଇଛି।

ବର୍ଷ ଶେଷ ବେଳକୁ ସୁନାର ଚାହିଦା ବଢି ଯାଇଛି । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୭,୯୩୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୩,୨୫୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୮,୫୫୦ ଟଙ୍କା ଟଙ୍କା ଓ ୬୩ ,୮୭୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ଅପରିବର୍ତ୍ତିତ ରହିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୮,୫୫୦ ଟଙ୍କା ଓ ୬୩ ,୮୭୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ୫୮,୭୦୦ ଟଙ୍କା ଓ ୬୩ ,୯୭୦ ଟଙ୍କା ରହିଛି ।

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୮,୫୫୦ ଟଙ୍କା ଓ ୬୩ ,୮୭୦ ଟଙ୍କା ରହିଛି। ସେହିପରି ରୁପା ମୂଲ୍ୟ ୧ କିଲୋଗ୍ରାମ ପ୍ରତି ୭୮ ,୩୦୦ ଟଙ୍କା ରହିଥିବା ନେଇ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.