ବ୍ୟବସାୟ ଓ ଅର୍ଥନୀତି

ପୁଣି ବଦଳିଲା ସୁନା ଦର; ଜାଣନ୍ତୁ କେତେ ବଢ଼ିଲା ଆଜିର ମୂଲ୍ୟ

ବିବାହ ସିଜିନ ଆରମ୍ଭରୁ ଲଗାତାର ଭାବରେ ବଢୁଛି ଦାମ୍। ଅନ୍ତର୍ଜାତୀୟ ବଜାରରେ ସୁନା ଦର ବଢୁଥିବାରୁ ଘରୋଇ ବଜାରରେ ଦର ବଢୁଛି । ଏପରି ପରିସ୍ଥିତିରେ, ଯଦି ଆପଣ ସୁନା ଓ ରୂପା କିଣିବାକୁ ଚାହୁଁଛନ୍ତି କିମ୍ବା ଆପଣ ସୁନାରେ ବିନିଯୋଗ କରିବାକୁ ଚାହୁଁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୭,୨୬୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୨,୫୨୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୮,୫୦୦ ଟଙ୍କା ଓ ୬୩,୮୨୦ ଟଙ୍କା ରହିଛି ।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ଅପରିବର୍ତ୍ତିତ ରହିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୮,୫୦୦ ଟଙ୍କା ଓ ୬୩,୮୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୫୮,୬୫୦ ଟଙ୍କା ଓ ୬୩,୯୭୦ ଟଙ୍କା ରହିଛି ।

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୮,୫୦୦ ଟଙ୍କା ଓ ୬୩,୮୨୦ ଟଙ୍କା ରହିଛି। ସେହିପରି ରୁପା ମୂଲ୍ୟ ୧ କିଲୋଗ୍ରାମ ପ୍ରତି ୭୬,୦୦୦ ଟଙ୍କା ରହିଛି।

 

 

 

 

Barsha

Recent Posts

ତିନି ଦିନ ମଧ୍ୟରେ ୩ ଜଣଙ୍କୁ ମାରିଦେଲା ନାବାଳକ

ଭଦ୍ରକ: ତିନି ଦିନରେ ନେଇଛି ୩ ଜୀବନ । ଗୋଟିଏ ପରେ ଗୋଟିଏ ଜୀବନ ନେଇଛି ଅଭିଯୁକ୍ତ ନାବାଳକ ।…

19 mins ago

ବନ୍ଦ ହେଲା ପ୍ରିୟଙ୍କା ଚୋପ୍ରାଙ୍କ ରେଷ୍ଟୁରାଣ୍ଟ, ପାର୍ଟନରସିପ୍ ସରିବା ପରେ ହେଲା ଖରାପ ଅବସ୍ଥା

ପ୍ରିୟଙ୍କା ଚୋପ୍ରା କେବଳ ଜଣେ ମହାନ ଅଭିନେତ୍ରୀ, ଗାୟକ ଏବଂ ଲେଖକ ନୁହଁନ୍ତି, ସେ ଜଣେ ଭଲ ବ୍ୟବସାୟୀ ମଧ୍ୟ…

23 mins ago

କୋଣାର୍କ ବାଲୁଖଣ୍ଡ ଅଭୟାରଣ୍ୟକୁ ଆସିବା ପରେ ଖୁସିରେ ଡିଆଁ ମାରିଲେ ବିରଳ କୃଷ୍ଣସାର ମୃଗ

ଗୋପ (କେନ୍ୟୁଜ): କୋଣାର୍କ ବାଲୁଖଣ୍ଡ ଅଭୟାରଣ୍ୟକୁ ଆସିଲେ ବିରଳ ୧୦ କୃଷ୍ଣସାର ମୃଗ । ବନବିଭାଗ ପକ୍ଷରୁ ବିରଳ କୃଷ୍ଣସାର…

40 mins ago

ଆସନ୍ତାକାଲି ପାଇଁ ଓଡିଶାର ସମସ୍ତ ସ୍କୁଲ ସକାଳୁଆ, ୨୨ ତାରିଖରୁ ସ୍ୱାଭାବିକ ହେବ କ୍ଲାସ

କେନ୍ୟୁଜ (ବ୍ୟୁରୋ) : ଆଉ ଦିନକ ପାଇଁ ବଢ଼ିଲା ସକାଳୁଆ ସ୍କୁଲ । ଆସନ୍ତାକାଲି ସକାଳ ୬ଟା ୩୦ ରୁ…

43 mins ago

କ୍ରିକେଟ୍‌ ଜଗତରେ ଶୋକର ଛାଇ, ପୂର୍ବତନ ଭାରତୀୟ ଦ୍ରୁତ ବୋଲର ଡେଭିଡ୍‌ ଜନସନ୍‌ଙ୍କ ଦେହାନ୍ତ

ଭାରତର ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର ତଥା କର୍ଣ୍ଣାଟକର ଡାହାଣହାତୀ ଦ୍ରୁତ ବୋଲର ଡେଭିଡ୍‌ ଜନସନ୍‌ଙ୍କ ୫୨ ବର୍ଷ ବୟସରେ ଦେହାନ୍ତ…

52 mins ago

ପ୍ରତିଦିନ ଜଣେ ବ୍ୟକ୍ତି କେତେ ପରିମାଣର ଫାଇବର ଖାଇବା ଉଚିତ?

ଶରୀରକୁ ସୁସ୍ଥ ରଖିବା ପାଇଁ କେବଳ ଭିଟାମିନ୍ ଏବଂ ମିନେରାଲ୍ସ ନୁହେଁ ବରଂ ପ୍ରଚୁର ଫାଇବର ମଧ୍ୟ ଆବଶ୍ୟକ ।…

57 mins ago