ବ୍ୟବସାୟ ଓ ଅର୍ଥନୀତି

ଆପଣ ସୁନା ଓ ରୂପା କିଣିବାକୁ ଚାହୁଁଛନ୍ତି କି? ଏଠାରେ ଜାଣି ରଖନ୍ତୁ କେତେ ରହିଛି ଦାମ୍

ଆଜି ସୁନା ଦରରେ ବିଶେଷ କିଛି ପରିବର୍ତ୍ତନ ଦେଖିବାକୁ ମିଳିଛି। ଯଦି ଆପଣ ସୁନା ଓ ରୂପା କିଣିବାକୁ ଚାହୁଁଛନ୍ତି ତେବେ ଜାଣିରଖନ୍ତୁ କେତେ ରହିଛି ଦାମ୍ । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୭,୩୩୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୨,୫୯୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୮,୫୦୦ ଟଙ୍କା ଓ ୬୩,୮୨୦ ଟଙ୍କା ରହିଛି ।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ଅପରିବର୍ତ୍ତିତ ରହିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୮,୫୦୦ ଟଙ୍କା ଓ ୬୩,୮୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୫୮,୬୫୦ ଟଙ୍କା ଓ ୬୩,୯୭୦ ଟଙ୍କା ରହିଛି ।

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୮,୫୦୦ ଟଙ୍କା ଓ ୬୩,୮୨୦ ଟଙ୍କା ରହିଛି। ସେହିପରି ରୁପା ମୂଲ୍ୟ ୧ କିଲୋଗ୍ରାମ ପ୍ରତି ୭୫,୩୦୦ ଟଙ୍କା ରହିଛି ।

Barsha

Recent Posts

ଡାକ୍ତରଖାନାରେ ଶିଶୁକୁ ଚୋରି କରି ନେବା ବେଳେ ଧରିଲେ ଡାକ୍ତରଖାନାର ସୁରକ୍ଷା କର୍ମି

ସୁବର୍ଣ୍ଣପୁର(କେନ୍ୟୁଜ୍‌) : ପୁଣି ସାମ୍ନାକୁ ଆସିଲା ପିଲାଚୋରି ଅଭିଯୋଗ । ପୂର୍ବରୁ ଏପରି ଘଟଣା ଅନେକ ଥର ଆମ ସାମ୍ନାକୁ…

43 seconds ago

ଓଡିଆ ପଣ୍ଡିତଙ୍କୁ ଗଙ୍ଗା ଘାଟ ଛାଡିବାକୁ ବାଧ୍ୟ କରାଯାଉଛି, ଚିନ୍ତାରେ ବର୍ଷ ବର୍ଷ ଧରି ରହିଆସୁଥିବା ଓଡିଆ ବ୍ରାହ୍ମଣ

କୋଲକାତା (କେନ୍ୟୁଜ) : ପୁଣ୍ୟତୋୟା ଗଙ୍ଗା ଘାଟଗୁଡ଼ିକ ଧର୍ମ ସଂସ୍କୃତି ଓ ଆସ୍ଥାର ପ୍ରମୁଖ ସ୍ଥଳୀ ଭାବରେ ପରିଚିତି ଲାଭ…

60 mins ago

ଘରେ କଳାକନା ବୁଲାଇ ୨୫ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଓ ଆସବାବ ପତ୍ର ନେଇଗଲେ ଚୋର

ତାଳଚେର (କେନ୍ୟୁଜ) : ଯଦି ଆପଣ କେବେ ନିଜ ଘର ତାଲା ପକାଇ ବନ୍ଧୁ ଘର କିମ୍ବା ସମ୍ପର୍କୀୟଙ୍କ ଘରକୁ…

60 mins ago

କଳିଙ୍ଗ ଷ୍ଟାଡିୟମ କ୍ରୀଡ଼ା ଭିତ୍ତିଭୂମିର ସମୀକ୍ଷା କଲେ କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ

ଭୁବନେଶ୍ୱର(କେନ୍ୟୁଜ୍‌): କ୍ରୀଡ଼ା ଓ ଯୁବସେବା ମାନ୍ୟବର ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୁରଜ ଆଜି କଳିଙ୍ଗ ଷ୍ଟାଡିୟମ ଗସ୍ତ କରି ରାଜ୍ୟର…

1 hour ago

ଭୋଜି ଖାଇ ଫେରୁଥିଲେ ହେଲେ ଏକାସାଥିରେ ଆରପାରିକୁ ଚାଲିଗଲେ ଚାରି ସାଙ୍ଗ

ନୂଆପଡା (କେନ୍ୟୁଜ) : ଭୋଜି ଖାଇ ସାଙ୍ଗ ହୋଇ ଫେରୁଥିଲେ ଏହି ୪ ଜଣ ସାଙ୍ଗ । ଏମାନେ ୪…

1 hour ago

ଆଜି ସାରା ବିଶ୍ୱ ପାଳିଲା ‘ଆର୍ଟ ଅଫ୍ ଗିଭିଂ’ ଦିବସ

ଭୁବନେଶ୍ୱର(କେନ୍ୟୁଜ୍‌): ଜୁନ୍ ୧୭ ତାରିଖରେ ଭାରତ ସମେତ ବିଶ୍ୱର ୨୦୦ଟି ଦେଶର ୨୫ହଜାର ସ୍ଥାନରେ ୧୧ଶ ଅନ୍ତର୍ଜାତୀୟ ‘ଆର୍ଟ ଅଫ୍…

1 hour ago