ବ୍ୟବସାୟ ଓ ଅର୍ଥନୀତି

ଆସିଲା ନୂଆ ସୁନା ଦର; ଜାଣନ୍ତୁ ଆପଣଙ୍କ ସହରରେ କେତେ ଅଛି ମୂଲ୍ୟ…

ଆଜି ସୁନା ଦରରେ ବିଶେଷ କିଛି ପରିବର୍ତ୍ତନ ଦେଖିବାକୁ ମିଳିଛି। ଯଦି ଆପଣ ସୁନା ଓ ରୂପା କିଣିବାକୁ ଚାହୁଁଛନ୍ତି ତେବେ ଜାଣିରଖନ୍ତୁ କେତେ ରହିଛି ଦାମ୍ । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୭,୦୮୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୨,୩୧୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୮,୫୦୦ ଟଙ୍କା ଓ ୬୩,୮୨୦ ଟଙ୍କା ରହିଛି ।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ଅପରିବର୍ତ୍ତିତ ରହିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୮,୫୦୦ ଟଙ୍କା ଓ ୬୩,୮୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୫୮,୬୫୦ ଟଙ୍କା ଓ ୬୩,୯୭୦ ଟଙ୍କା ରହିଛି ।

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୮,୫୦୦ ଟଙ୍କା ଓ ୬୩,୮୨୦ ଟଙ୍କା ରହିଛି। ସେହିପରି ରୁପା ମୂଲ୍ୟ ୧ କିଲୋଗ୍ରାମ ପ୍ରତି ୭୬,୦୦୦ ଟଙ୍କା ରହିଛି ।

 

Barsha

Recent Posts

ଜାପାନରେ କାୟା ବିସ୍ତାର କରୁଛି ମାରାତ୍ମକ ରୋଗ, STSS ବ୍ୟାକ୍ଟେରିଆ ଯୋଗୁ ୪୮ ଘଣ୍ଟା ମଧ୍ୟରେ ହୋଇଥାଏ ରୋଗୀର ମୃତ୍ୟୁ

ଜାପାନରେ ଏକ ମାରାତ୍ମକ ରୋଗ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି । ଏହି ରୋଗ ବ୍ୟାକ୍ଟେରିଆ ଯୋଗୁ ହୋଇଥାଏ ।…

51 seconds ago

ଇଣ୍ଡିଆନ୍‌ କୋର୍ଷ୍ଟ ଗାର୍ଡରେ ୩୨୦ ପଦବୀ ଖାଲି, ୧୨ଶ ପାସ୍‌ ତୁରନ୍ତ କରନ୍ତୁ ଆବେଦନ

ଇଣ୍ଡିଆନ କୋଷ୍ଟ ଗାର୍ଡ ତରଫରୁ ଭର୍ତ୍ତି ପାଇଁ ନୋଟିଫିକେସନ ଜାରି ହୋଇଛି । ଏଠାରେ ବମ୍ପର ପଦବୀରେ ଭର୍ତ୍ତି ହେଉଛି…

7 mins ago

କେଶ ଝଡିବା ଏବଂ ରୁପି ଯୋଗୁ ଚିନ୍ତିତ କି ? ଟ୍ରାଏ କରନ୍ତୁ ଏହି ଘରୋଇ ଉପଚାର

ବର୍ତ୍ତମାନର ଖରା ଓ ଗରମ ଯୋଗୁ ଘରୁ ବାହାରକୁ ଯିବା ବହୁତ କଷ୍ଟକର ହୋଇଯାଇଛି । ଏହା ସହ ଖରାରେ…

14 mins ago

ଅସ୍ତରଙ୍ଗ ଜାହାନିଆରେ ଜମିଥିଲା ହଜାର ହଜାର ପର୍ଯ୍ୟଟକଙ୍କ ଭିଡ, ଝାଉଁ ଜଙ୍ଗଲରେ ମଜା କହିଲେ ନସରେ

କାକଟପୁର(କେନ୍ୟୁଜ): ଓଡ଼ିଶାର ପାରମ୍ପରିକ ପର୍ବ ରଜ । ଏଥିପାଇଁ ଗାଁ ଠାରୁ ସହର ସବୁଠାରେ ଖୁସିର ମାହୋଲ ଦେଖିବାକୁ ମିଳିଥିଲା…

22 mins ago

ଖୁବ ଶୀଘ୍ର ଲଞ୍ଚ ହେବାକୁ ଯାଉଛି Xiaomi MIX Fold 4, ମିଳିବ ସାଟେଲାଇଟ୍ କନେକ୍ଟିଭିଟି ଫିଚର୍ସ

ସାଓମି ହେଉଛି ଭାରତର ଏକ ଲୋକପ୍ରିୟ ସ୍ମାର୍ଟଫୋନ୍ କମ୍ପାନୀ । ସାରା ଦେଶରେ ଲକ୍ଷ ଲକ୍ଷ ଲୋକ ସାଓମି ସ୍ମାର୍ଟଫୋନ୍…

47 mins ago

ଦିଲ୍ଲୀ ଏୟାରପୋର୍ଟରେ ବିଦ୍ୟୁତ୍‌ କାଟ୍‌ ; ସିଷ୍ଟମ ଠପ୍‌, ବିମାନ ଉପରେ ପ୍ରଭାବ, ଯାତ୍ରୀ ହନ୍ତସନ୍ତ

ରାଜଧାନୀ ଦିଲ୍ଲୀରେ ବିଜୁଳି କାଟ୍‌ ହେବା ଯୋଗୁଁ ସବୁ କାର୍ଯ୍ୟରେ ପ୍ରଭାବ ପଡିଛି । ବିଜୁଳି କାଟ ହେବା ଯୋଗୁଁ…

51 mins ago