ବ୍ୟବସାୟ ଓ ଅର୍ଥନୀତି

କଣ ରହିଛି ଆଜିର ସୁନା ଦର, କିଣିବା ପୂର୍ବରୁ ଚେକ କରି ଜାଣି ନିଅନ୍ତୁ ଦାମ୍

ଆଜି ସୁନା ଦରରେ ବିଶେଷ କିଛି ପରିବର୍ତ୍ତନ ଦେଖିବାକୁ ମିଳିଛି । ଯଦି ଆପଣ ସୁନା ଓ ରୂପା କିଣିବାକୁ ଚାହୁଁଛନ୍ତି ତେବେ ଜାଣିରଖନ୍ତୁ କେତେ ରହିଛି ଦାମ୍ । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୭,୦୮୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୨,୩୧୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୮,୫୦୦ ଟଙ୍କା ଓ ୬୩,୮୨୦ ଟଙ୍କା ରହିଛି ।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ଅପରିବର୍ତ୍ତିତ ରହିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୮,୫୦୦ ଟଙ୍କା ଓ ୬୩,୮୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୫୮,୬୫୦ ଟଙ୍କା ଓ ୬୩,୯୭୦ ଟଙ୍କା ରହିଛି ।

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୮,୫୦୦ ଟଙ୍କା ଓ ୬୩,୮୨୦ ଟଙ୍କା ରହିଛି। ସେହିପରି ରୁପା ମୂଲ୍ୟ ୧ କିଲୋଗ୍ରାମ ପ୍ରତି ୭୬,୫୦୦ ଟଙ୍କା ରହିଛି ।

Barsha

Recent Posts

ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, କେହି ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ

ଭୁବନେଶ୍ୱର (କେନ୍ୟୁଜ): ରାଜଧାନୀରେ ଯୁବକଙ୍କୁ ହତ୍ୟା ।  ଭୁବନେଶ୍ୱର ନାକା ଗେଟ୍ ନିକଟରୁ ଯୁବକଙ୍କ ମୃତଦେହ ଜବତ ହୋଇଛି । …

3 mins ago

ରବିନା ଟଣ୍ଡନଙ୍କ ବିରୁଦ୍ଧରେ ମାରପିଟ୍‌ ଅଭିଯୋଗ, ନିଶାରେ ବୟସ୍କା ମହିଳାଙ୍କୁ କରିଛନ୍ତି ଆକ୍ରମଣ

ବଲିଉଡ ଅଭିନେତ୍ରୀ ରବିନା ଟଣ୍ଡନଙ୍କ ଉପରେ ଅଭିଯୋଗ । ରବିନା ଜଣେ ବୟସ୍କା ମହିଳା ଏବଂ ତାଙ୍କ ପରିବାର ସହିତ…

4 mins ago

ବ୍ରେକଅପ୍‌ ଆମକୁ କଣ ଶିକ୍ଷା ଦିଏ ? ଜାଣନ୍ତୁ କିଛି ରୋଚକ କଥା

ମେଣ୍ଟାଲ ହେଲଥ୍‌ ଏବଂ ଇମୋସନ୍‌ ପାଇଁ ବ୍ରେକଅପ୍‌ ଭଲ ହୋଇନଥାଏ । ଏହା ଅନେକ ଲୋକଙ୍କ ପାଇଁ ଜୀବନର ସବୁଠାରୁ…

38 mins ago

ଆମ୍ବର ଦାମ ଅଢେଇ ଲକ୍ଷ ଟଙ୍କା, ଜାଣନ୍ତୁ କ’ଣ ଏହାର ସ୍ୱତନ୍ତ୍ରତା?

ଆମ୍ବର ଦାମ ଅଢେଇ ଲକ୍ଷ ଟଙ୍କା । ଆପଣଙ୍କୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ସମ୍ପୂର୍ଣ୍ଣ ସତ । ଏକ…

46 mins ago

କୋଚିନ ସିପୟାର୍ଡରେ ସେଫ୍ଟି ଆସିଷ୍ଟାଣ୍ଟ ପଦବୀରେ ଭର୍ତ୍ତି, ଜାଣନ୍ତୁ କେତେ ମିଳିବ ଦରମା

କୋଚିନ ସିପୟାର୍ଡ ଲିମିଟେଡ ତରଫରୁ ଭର୍ତ୍ତି ପାଇଁ ନୋଟିଫିକେସନ ଜାରି ହୋଇଛି । ଏହା ଅନୁଯାୟୀ ୩୦ରୁ ଅଧିକ ପଦବୀରେ…

1 hour ago

ସତସଙ୍ଗ ବିହାରରେ ସିରିଜ୍‌ ଦୁର୍ଘଟଣା, ଦୁଇଟି କାର୍‌କୁ ପଛରୁ ପିଟିଲା ବସ୍‌

ଭୁବନେଶ୍ୱର (କେନ୍ୟୁଜ): ରାଜଧାନୀରେ ସିରିଜ୍‌ ଦୁର୍ଘଟଣା । ଭୁବନେଶ୍ବର ସତସଙ୍ଗ ବିହାର ନିକଟରେ ଘଟିଛି ଏହି ଦୁର୍ଘଟଣା । ପ୍ରଥମେ…

1 hour ago