ବ୍ୟବସାୟ ଓ ଅର୍ଥନୀତି

ବଡ଼ ଆଶ୍ବସ୍ତି: ଭାରତୀୟ ବଜାରରେ କମିଲା ସୁନା ଦର; ଜଲଦି କିଣନ୍ତୁ ଅଳଙ୍କାର

ଆଜି ସୁନା ଦରରେ ବିଶେଷ କିଛି ପରିବର୍ତ୍ତନ ଦେଖିବାକୁ ମିଳିଛି । ଯଦି ଆପଣ ସୁନା ଓ ରୂପା କିଣିବାକୁ ଚାହୁଁଛନ୍ତି ତେବେ ଜାଣିରଖନ୍ତୁ କେତେ ରହିଛି ଦାମ୍ । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୭,୨୬୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୨,୫୧୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୮,୫୦୦ ଟଙ୍କା ଓ ୬୩,୮୨୦ ଟଙ୍କା ରହିଛି ।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ଅପରିବର୍ତ୍ତିତ ରହିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୮,୫୦୦ ଟଙ୍କା ଓ ୬୩,୮୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୫୮,୬୫୦ ଟଙ୍କା ଓ ୬୩,୯୭୦ ଟଙ୍କା ରହିଛି ।

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୮,୫୦୦ ଟଙ୍କା ଓ ୬୩,୮୨୦ ଟଙ୍କା ରହିଛି । ସେହିପରି ରୁପା ମୂଲ୍ୟ ୧ କିଲୋଗ୍ରାମ ପ୍ରତି ୭୫,୨୦୦ ଟଙ୍କା ରହିଛି ।

 

 

Barsha

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

5 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

6 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

7 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

7 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

8 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

8 hours ago