ସୁନା କିଣିବାକୁ ଚାହୁଁଥିଲେ ଯାଞ୍ଚ କରିନିଅନ୍ତୁ ଆଜିର ମୂଲ୍ୟ…

ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୪ ହଜାର ୫୧୦ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୮ ହଜାର ୩୦୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୮,୩୦୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୪,୫୧୦ ହୋଇଛି ।

ସୁନା କିଣିବାକୁ ଚାହୁଁଥିଲେ ପ୍ରଥମେ ଜାଣନ୍ତୁ ଦାମ । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୪ ହଜାର ୫୧୦ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୮ ହଜାର ୩୦୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୮,୩୦୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୪,୫୧୦ ହୋଇଛି ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୮,୩୦୦ ଟଙ୍କା ଓ ୭୪,୫୧୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୮,୪୫୦ ଟଙ୍କା ଓ ୭୪ ,୬୬୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୮,୬୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୪ ,୮୪୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୮,୩୦୦ ଟଙ୍କା ଓ ୭୪,୫୧୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର ମଧ୍ୟ ବୃଦ୍ଧି ହୋଇ କେଜି ପ୍ରତି ୯୫,୯୦୦ ଟଙ୍କା ହୋଇଛି ।

You might also like