ବ୍ୟବସାୟ ଓ ଅର୍ଥନୀତି

ସାମାନ୍ୟ କମିଲା ସୁନା ଓ ରୂପା ଦର, ୧୦ ଗ୍ରାମ ପିଛା ରହିଛି ଏତିକି ମୂଲ୍ୟ

ସୁନା କିଣିବାକୁ ଚାହୁଁଥିଲେ ପ୍ରଥମେ ଜାଣନ୍ତୁ ଦାମ । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୩ ହଜାର ୪୨୦ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୭ ହଜାର ୩୦୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୭,୩୦୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୩,୪୨୦ ହୋଇଛି ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୭,୩୦୦ ଟଙ୍କା ଓ ୭୩,୪୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୭,୪୫୦ ଟଙ୍କା ଓ ୭୩,୫୭୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୭,୫୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୩ ,୬୪୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୭,୩୦୦ ଟଙ୍କା ଓ ୭୩,୪୨୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର ମଧ୍ୟ ବୃଦ୍ଧି ହୋଇ କେଜି ପ୍ରତି ୯୨,୪୦୦ ଟଙ୍କା ହୋଇଛି ।

Barsha

Recent Posts

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

3 mins ago

ବାଲେଶ୍ଵରରେ ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର

ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…

17 mins ago

ଆଜିଠୁ ୪ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…

1 hour ago

ଆଜି ଲୋକସଭା ବାଚସ୍ପତି ନିର୍ବାଚନ, ଦିନ ୧୧ଟାରେ ଭୋଟିଂ

ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…

1 hour ago

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

9 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

10 hours ago