Below header

ରାକ୍ଷୀ ପୂର୍ଣ୍ଣିମାରେ ଭଉଣୀଙ୍କୁ ଦିଅନ୍ତୁ ମନ ପସନ୍ଦର ସୁନାର ଉପହାର, ଜାଣନ୍ତୁ ଆଜିର ଦର

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪,୭୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୯,୬୭୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୪,୭୦୦ ଟଙ୍କା ଓ ୫୯,୬୭୦ ଟଙ୍କା ହୋଇଛି।

ଆଜି ରାକ୍ଷୀ ପୂର୍ଣ୍ଣିମା । ଭଉଣୀ ମାନଙ୍କୁ ଉପହାର ଦେବା ବେଳେ ତାଙ୍କ ମନ ପସନ୍ଦର ଉପହାର ଦିଅନ୍ତୁ ଆପଣ ଚାହିଁଲେ ସୁନା ରୂପା ଆଇଟମ ଦେଇପାରିବେ । କିଣିବା ପୂର୍ବରୁ ଜାଣି ନିଅନ୍ତୁ ଆଜି କେତେ ଅଛି ସୁନା ରୁପା ଦର। ଭାରତୀୟ ବଜାରରେ ସୁନା ଦରରେ କିଛିଟା ପରିବର୍ତ୍ତନ ହୋଇଛି । ଗତ କିଛିଦିନ ହେଲାଣି ଏହାର ଦାମରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ଯଦି ଆଜି ଦୋକାନକୁ ଯାଇ ସୁନା କିଣିବାକୁ ଆପଣ ମନ ବଳାଇଛନ୍ତି, ତେବେ ଏଠାରୁ ଜାଣି ନିଅନ୍ତୁ କେତେ ରହିଛି ଦାମ୍ । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪,୭୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୯,୬୭୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୪,୭୦୦ ଟଙ୍କା ଓ ୫୯,୬୭୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରବଢିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୪,୭୦୦ ଟଙ୍କା ଓ ୫୯,୬୭୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୪,୮୫୦ଟଙ୍କା ଓ ୫୯,୮୨୦ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୫,୨୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୦,୨୨୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୪,୭୦୦ ଟଙ୍କା ଓ ୫୯,୮୨୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୭,୧୦୦ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.