ସୁନାଦରରେ ଆସିଲା କିଛିଟା ପରିବର୍ତ୍ତନ, ଜାଣନ୍ତୁ ଆଜି କେତେ ରହିଛି ଦର

ଆଜି ସୁନା ଦରରେ ବିଶେଷ କିଛି ପରିବର୍ତ୍ତନ ଦେଖିବାକୁ ମିଳିଛି। ଯଦି ଆପଣ ସୁନା ଓ ରୂପା କିଣିବାକୁ ଚାହୁଁଛନ୍ତି ତେବେ ଜାଣିରଖନ୍ତୁ କେତେ ରହିଛି ଦାମ୍ । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୭, ୮୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୩, ୫୦୦ ଟଙ୍କା ରହିଛି ।

ଆଜି ସୁନା ଦରରେ ବିଶେଷ କିଛି ପରିବର୍ତ୍ତନ ଦେଖିବାକୁ ମିଳିଛି। ଯଦି ଆପଣ ସୁନା ଓ ରୂପା କିଣିବାକୁ ଚାହୁଁଛନ୍ତି ତେବେ ଜାଣିରଖନ୍ତୁ କେତେ ରହିଛି ଦାମ୍। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୭, ୮୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୩, ୫୦୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୮, ୫୦୦ ଟଙ୍କା ଓ ୬୩,୮୨୦ ଟଙ୍କା ରହିଛି ।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ଅପରିବର୍ତ୍ତିତ ରହିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୭, ୮୦୦ ଟଙ୍କା ଓ ୬୩, ୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୫୭,୯୫୦ ଟଙ୍କା ଓ ୬୩, ୨୦୦ ଟଙ୍କା ରହିଛି ।

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୮, ୪୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୩, ୭୬୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୭, ୮୦୦ ଟଙ୍କା ଓ ୬୩, ୫୦ ଟଙ୍କା ରହିଛି। ସେହିପରି ରୁପା ମୂଲ୍ୟ ୧ କିଲୋଗ୍ରାମ ପ୍ରତି ୭୬, ୨୦୦୦ ଟଙ୍କା ରହିଛି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.