ବ୍ୟବସାୟ ଓ ଅର୍ଥନୀତି

ସାମାନ୍ଯ କମିଲା ସୁନା ଦର, ଜାଣନ୍ତୁ କେତେ ରହିଛି ଆଜିର ମୂଲ୍ଯ

କେନ୍ଯୁଜ୍: ଗତକାଲି ଠାରୁ ସାମାନ୍ଯ କମିଛି ସୁନା ଦର।‌  ତୁଳନା କଲେ ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪,୭୬୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୨ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୦,୨୦୦ ଟଙ୍କାରେ ପହଁଚିଥିବା ଜଣାଯାଇଛି। ଓଡିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୪ କ୍ୟାରେଟ ଓ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୩,୮୨୦ ଟଙ୍କା ଓ ୪୯,୩୪୦ ଟଙ୍କା ଛୁଇଁଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୪ କ୍ୟାରେଟ ଓ ୨୨ କ୍ୟାରେଟ ମୂଲ୍ୟ ୫୧,୩୦୦ ଟଙ୍କା ଓ ୫୦,୩୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୪,୭୬୦ ଟଙ୍କା ଓ ୫୦,୨୦୦ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୫୩,୮୨୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୪୯,୩୬୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୩,୪୩୦ ଟଙ୍କା ଓ ୫୦,୭୩୦ ଟଙ୍କା ରହିଛି ।

Sonalisa

Recent Posts

ଉପକୂଳରେ କଲବଲ କରୁଛି ଗରମ ଓ ଗୁଳୁଗୁଳି, ଆଜି ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (କେନ୍ୟୁଜ): ଜଳୁଛି ପଶ୍ଚିମ ଓଡ଼ିଶା । ଉପକୂଳରେ କଲବଲ କରୁଛି ଗରମ ଓ ଗୁଳୁଗୁଳି ।  ପଶ୍ଚିମ ଓଡ଼ିଶାରେ…

10 mins ago

ଆଜିର ରାଶିଫଳ: ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ବ୍ୟବସାୟ ଆଗକୁ ବଢାଇବେ

ମେଷ: ଦିନଟି ଆପଣଙ୍କର ଲାଭଦାୟକ ରହିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବାକୁ ପଡିବ । ପରିବାରରେ ସୁଖ ମିଳିବ…

7 hours ago

ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ ଭାବେ କିଟ୍ ଓ କିସର ନାଁ ଘୋଷଣା

ଭୁବନେଶ୍ୱର(କେନ୍ୟୁଜ୍‌): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…

10 hours ago

ଘରର କବାଟ ଝରକା ଭାଙ୍ଗି ଟଙ୍କା, ସୁନା ଲୁଟିବା ସହ ଜୀବନ ନେଇଗଲେ ଦୃର୍ବୁତ୍ତ

ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…

11 hours ago

ଭୋଟ୍‌ ଦେବାକୁ ଆସିଥିଲେ, ବୁଥ୍‌ ସାମ୍ନାରେ ସ୍ତ୍ରୀର ଜୀବନ ନେଇଗଲା ସ୍ୱାମୀ

ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…

11 hours ago

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…

13 hours ago