ବ୍ୟବସାୟ ଓ ଅର୍ଥନୀତି

ସାମାନ୍ୟ କମିଲା ସୁନା ଦର, ଜାଣନ୍ତୁ ଆଜି କେତେ ଅଛି ଆପଣଙ୍କ ସହରରେ ଦାମ୍‌

ଗତକାଲି ଠାରୁ ସାମାନ୍ଯ କମିଛି ସୁନା ଦର। ତୁଳନା କଲେ ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୯,୩୫୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୨ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୪୮,୩୫୦ ଟଙ୍କାରେ ପହଁଚିଥିବା ଜଣାଯାଇଛି। ଓଡିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୪ କ୍ୟାରେଟ ଓ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୨,୩୭୦ ଟଙ୍କା ଓ ୪୮,୦୫୦ ଟଙ୍କା ଛୁଇଁଛି।

ସେହିଭଳି ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୪ କ୍ୟାରେଟ ଓ ୨୨ କ୍ୟାରେଟ ମୂଲ୍ୟ ୪୯,୩୫୦ ଟଙ୍କା ଓ ୪୮,୩୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୩,୧୯୦ ଟଙ୍କା ଓ ୪୮,୮୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୫୨,୩୭୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୪୮,୦୫୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୧,୯୦୦ ଟଙ୍କା ଓ ୪୯,୨୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ ଆଜି କିଲୋଗ୍ରାମ ପ୍ରତି ୫୯,୩୦୦ ଟଙ୍କା ଥିବା ରେକର୍ଡ ହୋଇଛି।

 

KNews Bureau

Recent Posts

ସରିଲା ୪ର୍ଥ ପର୍ଯ୍ୟାୟ ନିର୍ବାଚନ, ରାଜ୍ୟରେ ମତଦାନ ହାର ୭୦.୬୭% ରହିଛି

ଭୁବନେଶ୍ୱର (କେନ୍ୟୁଜ): ଷ୍ଟ୍ରଙ୍ଗ ରୁମରେ ଇଭିଏମ୍ । ରାଜ୍ୟରେ ୪ର୍ଥ ପର୍ଯ୍ୟାୟ ନିର୍ବାଚନ ସରିବା ପରେ ଇଭିଏମରେ ସିଲ ହୋଇଛି…

21 mins ago

ଉପକୂଳରେ କଲବଲ କରୁଛି ଗରମ ଓ ଗୁଳୁଗୁଳି, ଆଜି ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (କେନ୍ୟୁଜ): ଜଳୁଛି ପଶ୍ଚିମ ଓଡ଼ିଶା । ଉପକୂଳରେ କଲବଲ କରୁଛି ଗରମ ଓ ଗୁଳୁଗୁଳି ।  ପଶ୍ଚିମ ଓଡ଼ିଶାରେ…

35 mins ago

ଆଜିର ରାଶିଫଳ: ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ବ୍ୟବସାୟ ଆଗକୁ ବଢାଇବେ

ମେଷ: ଦିନଟି ଆପଣଙ୍କର ଲାଭଦାୟକ ରହିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବାକୁ ପଡିବ । ପରିବାରରେ ସୁଖ ମିଳିବ…

8 hours ago

ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ ଭାବେ କିଟ୍ ଓ କିସର ନାଁ ଘୋଷଣା

ଭୁବନେଶ୍ୱର(କେନ୍ୟୁଜ୍‌): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…

11 hours ago

ଘରର କବାଟ ଝରକା ଭାଙ୍ଗି ଟଙ୍କା, ସୁନା ଲୁଟିବା ସହ ଜୀବନ ନେଇଗଲେ ଦୃର୍ବୁତ୍ତ

ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…

11 hours ago

ଭୋଟ୍‌ ଦେବାକୁ ଆସିଥିଲେ, ବୁଥ୍‌ ସାମ୍ନାରେ ସ୍ତ୍ରୀର ଜୀବନ ନେଇଗଲା ସ୍ୱାମୀ

ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…

11 hours ago