ବଡ଼ ଆଶ୍ବସ୍ତି: ଭାରତୀୟ ବଜାରରେ କମିଲା ସୁନା ଦର; ଜଲଦି କିଣନ୍ତୁ ଅଳଙ୍କାର

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୬୦,୩୪୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୫,୮୩୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୬୦,୩୪୦ ଟଙ୍କା ଓ ୬୫,୮୩୦ ଟଙ୍କା ରହିଛି ।

ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି କି ? ତେବେ ଆପଣଙ୍କ ପାଇଁ ଖୁସି ଖବର ଆସିଛି। କିଛି ଦିନ ହେବ ସୁନା ଦର ବଢ଼ି ଚାଲିଥିବା ବେଳେ ଆଜି ସାମାନ୍ୟ କମିଛି। ଏପରି ପରିସ୍ଥିତିରେ, ଯଦି ଆପଣ ସୁନା ଓ ରୂପା କିଣିବାକୁ ଚାହୁଁଛନ୍ତି କିମ୍ବା ଆପଣ ସୁନାରେ ବିନିଯୋଗ କରିବାକୁ ଚାହୁଁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୬୦,୩୪୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୫,୮୩୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୬୦,୩୪୦ ଟଙ୍କା ଓ ୬୫,୮୩୦ ଟଙ୍କା ରହିଛି ।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ଅପରିବର୍ତ୍ତିତ ରହିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୦,୩୪୦ ଟଙ୍କା ଓ ୬୫,୮୩୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୦,୪୯୦ ଟଙ୍କା ଓ ୬୫,୯୮୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୧,୦୯୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୬,୬୪୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୦,୩୪୦ ଟଙ୍କା ଓ ୬୫,୮୩୦ ଟଙ୍କା ରହିଛି । ସେହିପରି ରୁପା ମୂଲ୍ୟ ୧ କିଲୋଗ୍ରାମ ପ୍ରତି ୭୫, ୧୦୦ ଟଙ୍କା ରହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.