ବ୍ୟବସାୟ ଓ ଅର୍ଥନୀତି

ଲଗାତର ବୃଦ୍ଧି ପରେ ଖସିଲା ସୁନା ଦର ! ଜାଣନ୍ତୁ କେତେ ରହିଛି ଦାମ୍‌

ଆଜି ସୁନା କାରବାରରେ କିଛି ପରିବର୍ତ୍ତନ ଦେଖିବାକୁ ମିଳିଛି । ଏପରି ପରିସ୍ଥିତିରେ, ଯଦି ଆପଣ ସୁନା ଓ ରୂପା କିଣିବାକୁ ଚାହୁଁଛନ୍ତି କିମ୍ବା ଆପଣ ସୁନାରେ ବିନିଯୋଗ କରିବାକୁ ଚାହୁଁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୬,୭୬୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୧,୯୭୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୮,୫୦୦ ଟଙ୍କା ଓ ୬୩,୮୨୦ ଟଙ୍କା ରହିଛି ।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ଅପରିବର୍ତ୍ତିତ ରହିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୮,୫୦୦ ଟଙ୍କା ଓ ୬୩,୮୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୫୮,୬୫୦ ଟଙ୍କା ଓ ୬୩,୯୭୦ ଟଙ୍କା ରହିଛି ।

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୮,୫୦୦ ଟଙ୍କା ଓ ୬୩,୮୨୦ ଟଙ୍କା ରହିଛି। ସେହିପରି ରୁପା ମୂଲ୍ୟ ୧ କିଲୋଗ୍ରାମ ପ୍ରତି ୭୫,୫୦୦ ଟଙ୍କା ରହିଛି ।

Barsha

Recent Posts

ମାସକ ଭିତରେ ମୁକୁଳା ଡ୍ରେନରେ ପଡ଼ିବ ସ୍ଲାବ, ସପ୍ତାହ ଭିତରେ ସରିବ ବାରିକେଡ କାମ: BMC କମିଶନର

ଭୁବନେଶ୍ୱର  : ବାରମ୍ବାର ମୁକୁଳା ଡ୍ରେନରେ ଅଘଟଣ ପରେ ତତ୍ପର ପ୍ରାଶସନ । ମାସକ ଭିତରେ ମୁକୁଳା ଡ୍ରେନ ଉପରେ…

6 mins ago

ପାଇରେଟସ ଅଫ ଦ କ୍ୟାରିବିୟନ ଷ୍ଟାର ତମାୟୋ ପେରୀଙ୍କ ପରଲୋକ, ଶାର୍କ ଆଟାକରେ ଚାଲିଗଲା ଜୀବନ

ହଲିଉଡର ଲୋକପ୍ରିୟ ଅଭିନେତା ତମାୟୋ ପେରୀଙ୍କ ମୃତ୍ୟୁ । ଶାର୍କ ଆକ୍ରମଣ କରିବାକୁ ମାତ୍ର ୪୯ ବର୍ଷ ବୟସରେ ତମାୟୋଙ୍କ…

9 mins ago

ଦିଲ୍ଲୀ: ମଧ୍ୟରାତ୍ରିରେ ଘରେ ଲାଗିଲା ଭୟଙ୍କର ନିଆଁ, ଅଣନିଃଶ୍ୱାସୀ ହୋଇ ଚାଲିଗଲା ପରିବାରର ୪ ଜୀବନ

ରାଜଧାନୀ ଦିଲ୍ଲୀର ପ୍ରେମ୍‌ ନଗରରେ ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ । ଏଠାରେ ଘରେ ନିଆଁ ଲାଗି ପରିବାରର ୪…

44 mins ago

ଟି୨୦ ବିଶ୍ୱକପ : ବାଂଲାଦେଶକୁ ହରାଇ ସେମିଫାଇନାଲରେ ଏଣ୍ଟ୍ରି କଲା ଆଫଗାନିସ୍ତାନ, ୮ ରନରେ ମ୍ୟାଚ ହାତେଇଲା ରାଶିଦ ବାହିନୀ

ଆଇସିସି ଟି୨୦ ବିଶ୍ୱକପ ସେମିଫାଇନାଲରେ ପ୍ରବେଶ କରିଛି ଆଫଗାନିସ୍ତାନ । ବାଂଲାଦେଶକୁ ଡିଏଲଏସ ନିୟମରେ ହରାଇ ସେମିରେ ପ୍ରବେଶ କରିଛି…

55 mins ago

ବର୍ଷା ହେଲେ ଅଯୋଧ୍ୟା ରାମ ମନ୍ଦିର ଛାତରୁ ଗଳୁଛି ପାଣି, ଚିନ୍ତା ପ୍ରକଟ କଲେ ମୁଖ୍ୟ ପୁରୋହିତ

ଅଯୋଧ୍ୟା: ସବୁ ପ୍ରତୀକ୍ଷାର ଅନ୍ତ ଘଟି ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ହୋଇସାରିଥିବାବେଳେ, ପ୍ରଭୁ ଶ୍ରୀରାମ ଅଯୋଧ୍ୟା ମନ୍ଦିରରେ…

1 hour ago

ରିଲ୍ସ ପାଇଁ ବିପଜ୍ଜନକ ଷ୍ଟଣ୍ଟ, ସମୁଦ୍ରରେ ପାଣିରେ ବୁଡ଼ିଲା ମହିନ୍ଦ୍ରା ଥାର

ଆପଣ ପ୍ରତ୍ୟେକ ଦିନ ଅନେକ ରିଲ୍ସ ନିଶ୍ଚିତ ଦେଖୁଥିବେ । ଲୋକମାନେ ରିଲ୍ସ କରିବା ପାଇଁ ନିଜ ଜୀବନକୁ ବାଜି…

1 hour ago