ଗ୍ରାହକଙ୍କ ପାଇଁ ଖୁସି ଖବର, ସାମାନ୍ୟ କମିଲା ସୁନା ଓ ରୂପା ଦର

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୬୧,୩୪୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୬,୯୨୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୬୧,୩୪୦ ଟଙ୍କା ଓ ୬୬,୯୨୦ ଟଙ୍କା ରହିଛି ।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ଅପରିବର୍ତ୍ତିତ ରହିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୧,୩୪୦ ଟଙ୍କା ଓ ୬୭,୬୩୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୧,୪୯୦ ଟଙ୍କା ଓ ୬୭,୦୭୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୧,୯୯୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୭,୬୩୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୧,୩୪୦ ଟଙ୍କା ଓ ୬୬,୯୨୦ ଟଙ୍କା ରହିଛି । ସେହିପରି ରୁପା ମୂଲ୍ୟ ୧ କିଲୋଗ୍ରାମ ପ୍ରତି ୭୬, ୪୦୦ ଟଙ୍କା ରହିଛି ।

KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.