ବ୍ୟବସାୟ ଓ ଅର୍ଥନୀତି

ସୁନା ମୂଲ୍ୟର ତାଜା ଅପଡେଟ, ଜଣାନ୍ତୁ ଆଜି କେତେ ଅଛି ସୁନା ମୂଲ୍ୟ

ବଢ଼ିଲା ସୁନା ଦର।‌ ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୪,୦୬୦ ଟଙ୍କାରେ ପହଞ୍ଚିଥିବା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୧୦ ଟଙ୍କା ବଢ଼ି ୪୮,୦୬୦ ଟଙ୍କା ଥିବା ଜଣାଯାଇଛି। ଆଜି ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୨୦୦ ଟଙ୍କା ବୃଦ୍ଧି ପାଇ ୪୧,୯୦୦ ଟଙ୍କା ରହିଥିବାବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୨୨୦ ଟଙ୍କା ହ୍ରାସ ପାଇ ୪୫,୭୧୦ ଟଙ୍କା ରହିଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୪,୦୨୦ ଟଙ୍କା ଓ ୪୫,୦୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୪,୦୬୦ ଟଙ୍କା ଓ ୪୮,୦୬୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୨,୩୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୬,୧୪୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୪,୨୭୦ ଟଙ୍କା ଓ ୪୬,୮୭୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୭୦୦ ଟଙ୍କା କମି ୬୫,୩୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Pritiparna

Recent Posts

ସ୍କୁଲରେ ପାଠ ପଢ଼ାଇବେ ଅବସରପ୍ରାପ୍ତ ଅତିଥି ଶିକ୍ଷକ

ଭୁବନେଶ୍ୱର: ଅବସରପ୍ରାପ୍ତ ଅତିଥି ଶିକ୍ଷକ ପାଠ ପଢ଼ାଇବେ। ସେମାନଙ୍କ ସହ ଏଗ୍ରିମେଣ୍ଟ ହେବ, ଅଧିକ ଆଲୋଚନା ହୋଇ ନିଯୁକ୍ତି ଦିଆଯିବ।…

1 min ago

୨ ନକଲି ନକ୍ସଲ ଗିରଫ, ଜୟପୁର ଏସଡିପିଓଙ୍କ ସୂଚନା

କୋରାପୁଟ : ଦୁଇ ନକଲି ନକ୍ସଲ ଗିରଫ । ଜୟପୁର ସଦର ଥାନା ଓ ବୈପାରିଗୁଡା ପୋଲିସର ମିଳିତ ଉଦ୍ୟମରେ…

16 mins ago

ଦିଲ୍ଲୀ ଯିବା ପୂର୍ବରୁ କୃଷି ମନ୍ତ୍ରୀଙ୍କ ବିଭାଗୀୟ ସମୀକ୍ଷା ବୈଠକ

ଭୁବନେଶ୍ୱର: ଦିଲ୍ଲୀ ଯିବା ପୂର୍ବରୁ କୃଷି ବିଭାଗର ସମୀକ୍ଷା କଲେ କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…

33 mins ago

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହିତ ହାତ ମିଳାଇଲେ ରାହୁଲ ଗାନ୍ଧି, ସଂସଦରେ ସମସ୍ତଙ୍କ ଧ୍ୟାନ ଆକର୍ଷିତ କଲା ଦୃଶ୍ୟ

ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…

46 mins ago

ଦେଢ଼ ବର୍ଷ ହେଲା ଦୋକାନକୁ ସିଲ୍‌ କରିଛି ପୋଲିସ, ହେଲେ ଭିତରୁ ଖୋଳ କଲେ ଚୋର

କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…

55 mins ago

ରଥଯାତ୍ରାର ଦ୍ଵିତୀୟ ସମନ୍ୱୟ କମିଟି ବୈଠକ, ସମସ୍ତଙ୍କ ସହଯୋଗରେ ହେବ ୨ ଦିନ ରଥଯାତ୍ରା

ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…

58 mins ago