ସୁନା ମୂଲ୍ୟର ତାଜା ଅପଡେଟ, କିଣିବା ପୂର୍ବରୁ ଜାଣନ୍ତୁ ଆଜି କେତେ ଅଛି ଦର

ସୁନାପ୍ରେମୀ ଆଜି ଯଦି ଆପଣ ସୁନା କିଣିବାକୁ ଚାହୁଁଛନ୍ତି ତାହେଲେ ଆଜି ସୁନା ଦରର ତାଜା ଅପଡେଟ। ପାଇପାରିବେ ଆଜି ସାମାନ୍ୟ ବଢ଼ିଲା ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୩,୬୨୦ ଟଙ୍କା ଥିବାବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୪୪,୬୨୦ ଟଙ୍କା ଥିବା ଜଣାଯାଇଛି। ସେହିପରି ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଆଜି ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫୦ ଟଙ୍କା ବୃଦ୍ଧି ପାଇ ୪୧,୬୫୦ ଟଙ୍କା ରହିଥିବାବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୬୦୦ ଟଙ୍କା ବୃଦ୍ଧି ପାଇ ୪୫,୪୪୦ ଟଙ୍କା ଛୁଇଁଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୩,୬୨୦ ଟଙ୍କା ଓ ୪୪,୬୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୩,୫୦୦ ଟଙ୍କା ଓ ୪୭,୪୫୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୧,୯୨୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୫,୭୩୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୩,୯୫୦ ଟଙ୍କା ଓ ୪୬,୬୭୦ ଟଙ୍କା ରହିଛି ।

ଅନ୍ୟପଟେ ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୧୦୦୦ ଟଙ୍କା ବଢ଼ି ୬୫,୭୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।୨୦ ଟଙ୍କା ଥିବାବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୪୪,୬୨୦ ଟଙ୍କା ଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଆଜି ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୨୫୦ ଟଙ୍କା ହ୍ରାସ ପାଇଁ ୪୧,୧୧୦ ଟଙ୍କା ରହିଥିବାବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୨୭୦ ଟଙ୍କା ହ୍ରାସ ପାଇଁ ୪୪,୮୪୦ ଟଙ୍କା ଛୁଇଁଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.