ବ୍ୟବସାୟ ଓ ଅର୍ଥନୀତି

ସୁନା ଦରରେ ସାମାନ୍ୟ ପରିବର୍ତ୍ତନ, ଜାଣନ୍ତୁ ଆଜିର ତାଜା ଅପଡେଟ୍‌

ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪,୫୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୯,୪୫୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୪,୫୦୦ ଟଙ୍କା ଓ ୫୯,୪୫୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରବଢିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୪,୫୦୦ ଟଙ୍କା ଓ ୫୯,୪୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୪,୬୫୦ଟଙ୍କା ଓ ୫୯,୬୦୦ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୪,୮୩୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୯,୮୨୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୪,୫୦୦ ଟଙ୍କା ଓ ୫୯,୪୫୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୬,୯୦୦ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Barsha

Recent Posts

ଉତ୍ତରାଖଣ୍ଡ: ରୁଦ୍ରପ୍ରୟାଗରେ ନଦୀକୁ ଖସିଲା ଯାତ୍ରୀବାହୀ ଗାଡି, ପାଣିରେ ଭାସିଗଲେ ୨୬ ଯାତ୍ରୀ

ଉତ୍ତରାଖଣ୍ଡ ରୁଦ୍ରପ୍ରୟାଗ ଜିଲ୍ଲାରେ ମର୍ମନ୍ତୁଦ ଦୁର୍ଘଟଣା । ଏକ ଯାତ୍ରୀବାହୀ ଗାଡି ଅଳକାନନ୍ଦା ନଦୀରେ ଖସିପଡିଥିବା ଖବର ମିଳିଛି ।…

8 mins ago

ଆତିଥ୍ୟ ପାଇଁ ଇଟାଲୀ ସରକାରଙ୍କୁ କୃତଜ୍ଞତା ଜଣାଇଲେ ମୋଦି, ଭିନ୍ନ ଅନ୍ଦାଜରେ ସେଲଫି ନେଲେ ମୋଦି ଏବଂ ମେଲୋନୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜି-୭ ଶିଖର ସମ୍ମିଳନୀରେ ଭାରତ ପ୍ରତ୍ୟାବର୍ତ୍ତନ କରିଛନ୍ତି । ଇଟାଲୀରୁ ଫେରିବା ପରେ ସେଠିକାର ଆତିଥ୍ୟକୁ…

26 mins ago

କୋରାପୁଟରେ ଗଡୁନି ଘରୋଇ ବସ୍, ରଜରେ ଯାତ୍ରୀ ହନ୍ତସନ୍ତ

କୋରାପୁଟ (କେନ୍ୟୁଜ): କୋରାପୁଟରେ ଗଡୁନି ଘରୋଇ ବସ୍ । ଘରୋଇ ବସ୍ ମାଲିକ ସଂଘ ଓ ଘରୋସ୍ ବସ୍ କର୍ମଚାରୀ…

35 mins ago

ଚୋରା ଚାଲାଣ ବେଳେ ମାଡ଼ି ବସିଲା ବନବିଭାଗ, ୧୭୬ଟି ବିରଳ କଇଁଛ ଜବତ; ୪ ଗିରଫ

ଉମରକୋଟ (କେନ୍ୟୁଜ): କଇଁଛ ଚୋରା ଚାଲାଣ ବେଳେ ମାଡ଼ି ବସିଲା ବନବିଭାଗ । ୧୭୬ଟି ବିରଳ କଇଁଛ ଜବତ, ୪…

53 mins ago

ରଜରେ କୁମାରୀ ବେଶରେ ଦର୍ଶନ ଦେଲେ ମା’ ବାଲି ହରଚଣ୍ଡୀ, ଆରମ୍ଭ ହୋଇଛି ଚାରି ଦିନିଆ ପ୍ରସିଦ୍ଧ ରଜ ଯାତ୍ରା

ବ୍ରହ୍ମଗିରି(କେନ୍ୟୁଜ): ରାଜ୍ୟର ଅନ୍ୟତମ ପ୍ରସିଦ୍ଧ ଶକ୍ତି ପୀଠ ମା’ ବାଲି ହରଚଣ୍ଡିଙ୍କ ପୀଠରେ ଆରମ୍ଭ ହୋଇଛି ଚାରି ଦିନିଆ ପ୍ରସିଦ୍ଧ…

1 hour ago

ରାଜ୍ୟରେ ଆଇନ ଶୃଙ୍ଖଳା ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଗୁଣାତ୍ମକ ମନୋଭାବ ନେଇ କାମ କରିବାକୁ ଦେଲେ ନିର୍ଦ୍ଦେଶ

ଭୁବନେଶ୍ୱର (କେନ୍ୟୁଜ): ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକ । ରାଜ୍ୟରେ ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ…

1 hour ago